Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାଧାକୃଷ୍ଣ ସୋସିଓ କଲଚୁରାଲ ଆଣ୍ଡ ଦରିଦ୍ର ନାରାୟଣ ସେବା ସଂଘର ୩୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ରାଧାକୃଷ୍ଣ ସୋସିଓ କଲଚୁରାଲ ଆଣ୍ଡ ଦରିଦ୍ର ନାରାୟଣ ସେବା ସଂଘର ୩୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

November 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା; ଗଙ୍ଗପଡା ସ୍ଥିତ ଭାତଖୁରୀ ମନ୍ଦିର ପରିସରରେ ରାଧାକୃଷ୍ଣ ସୋସିଓ କଲଚୁରାଲ ଆଣ୍ଡ ଦରିଦ୍ର ନାରାୟଣ ସେବା ସଂଘର ୩୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ।ମ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସଞ୍ଜୀବ ଭରଦ୍ୱାଜ ଓଡିଶା ମୁଖ୍ୟ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ, ସମ୍ମାନୀତ ଅତିଥି ଭାବେ ଜେନେରାଲ ମ୍ୟାନେଜର ପରେଶ କୁମାର ଦାସ, ଡି.ଜି. ଏମ ସାଇ ଆଦିତ୍ୟ ପାଢ଼ୀ, ମୁଖ୍ୟ ବକ୍ତା ଭାବେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଯୋଗ ଦେଇ ସଙ୍ଘର ଉତ୍ତର ଉତ୍ତର ଉର୍ଣ୍ଣତି କାମନା କରିବା ସହିତ ସ୍ଥାୟୀ ସଭା ଗୃହ ନିର୍ମାଣ ପାଇଁ ମାନ୍ୟବର ବିଧାୟକ ପ୍ରତିଶ୍ରୁତି ଦେଇଛନ୍ତି।

ସେହିପରି ସଙ୍ଘର ସମ୍ପାଦକ ଲଲାଟ ପୃଷ୍ଟି କୁହନ୍ତି ଜୀବନ ଥିବା ପର୍ଯ୍ୟନ୍ତ ସମସ୍ତ ଦୁଃଖୀ ରଙ୍କିଙ୍କ ସେବା କରିବି ବୋଲି ସଭାରେ ଉପସ୍ଥିତ ଥିବା ଅଭିବକ୍ତ ପୁରୀ ଜିଲ୍ଲାର ସମସ୍ତ ଦୁଃଖି ରଙ୍କିକୁ କହିଥିଲେ।ତେବେ ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସମେତ ଖୋର୍ଦ୍ଧା ଓ ନୟାଗଡ଼ ରୁ ଆସିଥିବା ହାଜରରୁ ଉର୍ଦ୍ଧ୍ଵ ଦୁଃଖୀରଙ୍କିଙ୍କୁ ଔଷଧ, କମ୍ବଳ, ଓ ଅନ୍ନ ଆଧାରରେ ଅପାୟତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉପ ସଭାପତି ଭରତ ରାଉତରାୟ ସଙ୍ଘର ଉତ୍ତର ଉତ୍ତର କାମନା କରିବା ସହିତ ସଂଘ ଏଭଳି ସେବା ଯୋଗାଇ ଦେବ ବୋଲି କହିଥିଲେ।

ଗଙ୍ଗପଡା ବାର୍ଷିକ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.