Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏନ୍ଏସି ରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଯୋଗଦାନ
ଆଞ୍ଚଳିକ

ବାଲୁଗାଁ ଏନ୍ଏସି ରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଯୋଗଦାନ

November 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଏନ୍ଏସିରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଓଆରଏସ ଅଧିକାରୀ ପ୍ରାଣନାଥ ସେଠ ଯୋଗଦେଇଛନ୍ତି। ଶ୍ରୀ ସେଠ ଏହାପୂର୍ବରୁ ଗଞ୍ଜାମ ଜିଲ୍ଲା ଗୋପାଳପୁର ଏନ୍ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ। ସେ ପୂର୍ବରୁ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସହକାରୀ ଜିଲ୍ଲାପାଳ ଭାବେ ମଧ୍ୟ କାର୍ଯ୍ୟରତ ଥିଲେ।

ତେବେ ଆଜି କାର୍ଯ୍ୟରେ ଯୋଗଦାନ କରିବା ପରେ ପ୍ରଥମେ ଶ୍ରୀ ସେଠ ବାଲୁଗାଁ ଏନ୍ଏସି ର ସମସ୍ତ ଅଞ୍ଚଳ ପରିଦର୍ଶନ କରିବା ସହ ନୂତନ ଏମସିସି ପ୍ରକଳ୍ପ ନିର୍ମାଣ ହେଉଥିବା ଅଞ୍ଚଳକୁ ଯାଇ ତାହାର ତଦାରଖ କରିଥିଲେ। ତେବେ ବାଲୁଗାଁ ଏନ୍ଏସି ରେ କଣ ନୂଆ ଚ୍ୟାଲେଞ୍ଜ ରହିବ ବୋଲି ଆମ ପ୍ରତିନିଧି ପଚାରିବାରୁ ସହରର ପରିମଳ ବ୍ୟବସ୍ଥାକୁ ସୁଧାରିବା ଏବଂ ଡ୍ରେନେଜ ନିର୍ମାଣ ଆଦି ମୁଖ୍ୟ ପ୍ରାଥମିକତା ରହିଥିବାର ସୂଚନା ଦେଇଛନ୍ତି ଶ୍ରୀ ସେଠ। କାର୍ଯ୍ୟରେ ଯୋଗଦାନ ପରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଏନ୍ଏସି ର ସମସ୍ତ କର୍ମଚାରୀ ମାନେ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ।

କାର୍ଯ୍ୟନିର୍ବାହୀ ଅଧିକାରୀ ବାଲୁଗାଁ ଏନ୍ଏସି
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026

ଚାଷୀଙ୍କ ପାଇଁ କ୍ରଣ୍ଟାକ୍ଟ ଫାର୍ମିଂ କେତେ ଲାଭଦାୟକ?: ଦାମଠାରୁ ଚୁକ୍ତିର ସର୍ତ୍ତ ଯାଏଁ ଜାଣନ୍ତୁ ସବୁକିଛି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.