Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଙ୍କିଆ ଥାନାରେ ନୂତନ ଆଇଆଇସି ଭାବେ ଯୋଗ ଦେଲେ ଦିଗବିଜୟ ବିଶ୍ୱାଳ
ଆଞ୍ଚଳିକ

ଜଙ୍କିଆ ଥାନାରେ ନୂତନ ଆଇଆଇସି ଭାବେ ଯୋଗ ଦେଲେ ଦିଗବିଜୟ ବିଶ୍ୱାଳ

November 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଙ୍କିଆ: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନାରେ ନୂତନ ଆଇଆଇସି ଭାବେ ଯୁବ ପୋଲିସ ଅଧିକାରୀ ଦିଗବିଜୟ ବିଶ୍ୱାଳ ଦାଇତ୍ୱ ଗ୍ରହଣ କରିଛନ୍ତି। ଶ୍ରୀ ବିଶ୍ୱାଳ ଏହା ପୂର୍ବରୁ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡି ଅଧିକାରି ଭାବେ କାର୍ଯ୍ୟରତ ଥିଲେ। ତେବେ ନିକଟରେ ଏସଆଇରୁ ଆଇଆଇସି ଭାବେ ପଦୋନ୍ନତି ହେବା ପରେ ଏହା ତାଙ୍କର ଖୋର୍ଦ୍ଧା ଜିଲ୍ଲାର ପ୍ରଥମ ପୋଷ୍ଟିଙ୍ଗ।

ଜଣେ ସଚ୍ଚୋଟ, କର୍ତ୍ତବ୍ୟପରାୟଣ ତଥା ଦବଙ୍ଗ ପୋଲିସ ଅଧିକାରୀ ଭାବେ ବେଶ ଜଣାଶୁଣା ଶ୍ରୀ ବିଶ୍ୱାଳ। ପୂର୍ବରୁ ଶ୍ରୀ ବିଶ୍ୱାଳ ବାଣପୁର ଥାନାରେ ଦେଢ଼ ବର୍ଷ କାଳ ଏସଆଇ ରହିଥିବା ବେଳେ ଅପରାଧୀମାନଙ୍କୁ ଦମନ କରିବା କୌଶଳକୁ ନେଇ ବେଶ ଚର୍ଚ୍ଚାରେ ଥିଲେ ଉକ୍ତ ଅଧିକାରୀ। ଏପରିକି ବାଣପୁର ଥାନାରୁ ବଦଳିଦିନ କେତେକ ଅପରାଧୀମାନେ ଏଥିଲାଗି ଖୁସି ମନାଇଥିବାର ଦେଖିବାକୁ ମିଳିଥିଲା।

ବାଣପୁର ଥାନାରେ ତାଙ୍କର ଲୋକପ୍ରିୟତା ଏପରି ଥିଲା ଯେ, ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡି ବଦଳି ହେବା ଖବର ଜାଣି ସ୍ଥାନୀୟ ମହିଳାମାନେ ବଦଳି ବାତିଲ ଦାବିରେ ବାଣପୁର ଥାନାରେ ଧାରଣା ଦେବା ସହ ତତ୍କାଳୀନ ଏସପିଙ୍କୁ ଦାବିପତ୍ର ମଧ୍ୟ ଦେଇଥିଲେ।

ଅନୁରୂପ ଭାବେ ଶିଳ୍ପାଞ୍ଚଳ ଫାଣ୍ଡି ଅଞ୍ଚଳରେ ମଧ୍ୟ ବ୍ରାଉନ ସୁଗାର କାରବାର, ଅପରାଧିକ ଗତିବିଧିକୁ ରୋକ ଲଗାଇବାରେ ସଫଳ ହୋଇପାରିଥିଲେ ଉକ୍ତ ଅଧିକାରୀ। ବର୍ତ୍ତମାନ ଜଙ୍କିଆ ପରି ଏକ ଗୁରୁତ୍ୱପୂର୍ଣ ଥାନାର ଥାନାଧିକାରୀ ଭାବେ ଦାଇତ୍ୱ ନେବାପରେ ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ସହ ନିଶା କାରବାରକୁ ସଂପୂର୍ଣ୍ଣ ଠପ କରିବା ଓ ଲଘୁ ଖଣିଜ ଦ୍ରବ୍ୟ ଚୋରାଚାଲାଣକୁ ରୋକ ଲଗେଇବା ପ୍ରାଥମିକତା ରହିବ ବୋଲି ଗଣମାଧ୍ୟମକୁ ଶ୍ରୀ ବିଶ୍ଵାଳ କହିଛନ୍ତି।

ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଦିଗବିଜୟ ବିଶ୍ୱାଳ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.