Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକଟିଦେଉଳ କଲେଜରେ ବିଶ୍ୱ ଏଡସ୍ ଦିବସ ଓ ରକ୍ତଦାନ ଶିବିର
ଆଞ୍ଚଳିକ

ନାକଟିଦେଉଳ କଲେଜରେ ବିଶ୍ୱ ଏଡସ୍ ଦିବସ ଓ ରକ୍ତଦାନ ଶିବିର

December 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ବିଶ୍ୱ ଏଡସ୍ ଦିବସ ଉପଲକ୍ଷେ ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ପରିସରରେ ଜୁନିୟର ରେଡ୍ କ୍ରସ୍ ଓ ରେଡ୍ ରିବନ୍ କ୍ଲବ୍ ର ମିଳିତ ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ରକ୍ତଦାନ ଶିବିରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଧିର କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ନାକଟିଦେଉଳ ଥାନାର ଭାରପ୍ରାପ୍ତ ଥାନା ଅଧିକାରୀ ବିଭୁତି ଭୂଷଣ ଦଳାଇ ମୁଖ୍ୟ ଅତିଥି , ଅବସରପ୍ରାପ୍ତ ଅଧ୍ୟାପକ ଡଃ ଦିପେନ୍ କୁମାର ପଟ୍ଟନାୟକ ମୁଖ୍ୟବକ୍ତା ,କନିଷ୍ଠ ମହାବିଦ୍ୟାଳୟର ଅଧ୍ୟକ୍ଷ କନ୍ଦର୍ପ ରାଉଳ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇ ଏଡସ୍ ରୋଗର କାରଣ ଓ ଏହାର ନିରାକରଣ ତଥା ରକ୍ତଦାନର ଆବଶ୍ୟକତା ଉପରେ ଆଲୋଚନା କରିଥିଲେ। ଯୁବ ରେଡ୍‌କ୍ରସ୍ ର ଶାଖା ସଂଯୋଜକ ଅଧ୍ୟାପକ ଦେବେଶ ବିଶ୍ୱାଳ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ଆର୍‌.ପୁଷ୍ପାଞଳୀ ଧନ୍ୟବାଦ ଅର୍ପଣ କରିଥିଲେ। ରେଢାଖୋଲ ଉପଖଣ୍ଡ ଚିକିତ୍ସାଳୟର ଟେକନିସିଆନ୍ ଇନ୍ଦ୍ରମଣୀ ବେହେରା, ତ୍ରୀପୁରାରୀ ଗଡତ୍ୟା, ଜାମିନୀ ସାହୁ, ମନୋରମା ଧଳ ଓ ସୁଦର୍ଶନ ନାୟକ ପରିଚାଳନା କରିଥିଲେ।

ଏହି ରକ୍ତଦାନ ଶିବିରରେ ୩୫ ଜଣ ରକ୍ତଦାନ କରିଥିଲେ। ରକ୍ତଦାନ ଶିବିରକୁ କରିଥିଲେ ଅଧ୍ୟାପକ ବିନୋଦ ବିହାରୀ ପ୍ରଧାନ, ଶେଷଦେବ ବିଶ୍ୱାଳ, ଭଜମୋହନ ପ୍ରଧାନ, ଲିଟିନା ପ୍ରିୟଦର୍ଶୀନୀ, ଜୟନ୍ତୀ ସାହୁ, ବିଭୂତି ଭୂଷଣ ସାହୁ ଓ କଲେଜର ଛାତ୍ରଛାତ୍ରୀମାନେ ସହଯୋଗ କରିଥିଲେ।

ନାକଟିଦେଉଳ କଲେଜ ବିଶ୍ୱ ଏଡସ୍ ଦିବସ ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

କଣ୍ଢଲ ଆଶ୍ରମ ବିଦ୍ୟାଳୟରେ ସ୍ବତନ୍ତ୍ର ମାର୍ଗଦର୍ଶନ ଓ ପରାମର୍ଶ ଶିବିର

April 6, 2026

ବାପୁଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା

April 6, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.