Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଦିବାସୀଙ୍କ ଜମି ସୁରକ୍ଷା ଆନ୍ଦୋଳନକୁ ପ୍ରଫୁଲ ଓ ନିରଞ୍ଜନଙ୍କ ଦୃଢ ସମର୍ଥନ
ଆଞ୍ଚଳିକ

ଆଦିବାସୀଙ୍କ ଜମି ସୁରକ୍ଷା ଆନ୍ଦୋଳନକୁ ପ୍ରଫୁଲ ଓ ନିରଞ୍ଜନଙ୍କ ଦୃଢ ସମର୍ଥନ

December 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଦିବାସୀଙ୍କ ଜମି ସୁରକ୍ଷା ଆନ୍ଦୋଳନକୁ ପ୍ରଫୁଲ ଓ ନିରଞ୍ଜନଙ୍କ ଦୃଢ ସମର୍ଥନ

ଭୁବନେଶ୍ୱର : ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ନିର୍ବାଚନ ମଣ୍ଡଳୀର ଆଦିବାସୀ ଲୋକମାନଙ୍କର ରାଜଭବନ ସମ୍ମୁଖରେ ନିଜର ଜମି ସୁରକ୍ଷା ପାଇଁ ଚାଲିଥିବା ଆନ୍ଦୋଳନ ଚତୁର୍ଥ ଦିନରେ ପହଚିଛି । ଏକ ବିଶାଳ ରାଲି ମାଷ୍ଟରକ୍ୟାଣ୍ଟିନ ଛକଠାରୁ ଆରମ୍ଭ ହୋଇ ଲୋୟର ପିଏମ୍‌ଜି, ବିଧାନସଭା ସମ୍ମୁଖ ପର୍ଯ୍ୟନ୍ତ ଯାଇଥିଲା ।

ଆଦିବାସୀଙ୍କ ନିଜର ଜମିର ସୁରକ୍ଷା ଏବଂ ହକ୍ ପାଇଁ ବିଶେଷକରି ଓସିଏଲ୍ କର୍ତ୍ତୃପକ୍ଷଙ୍କର ଜୋର ଜବରଦସ୍ତ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ବିଶିଷ୍ଟ ସମାଜସେବୀ ତଥା ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାୟ ଉପସ୍ଥିତ ରହି ଆଦିବାସୀଙ୍କ ଆନ୍ଦୋଳନକୁ ଦୃଢ ସମର୍ଥନ କରି କମ୍ପାନୀ କର୍ତ୍ତୃପକ୍ଷଙ୍କ ବିରୋଧରେ ବିଶଦ୍‌ଗାର କରିଥିଲେ । ସେହିପରି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ସବୁଦିନ ପାଇଁ ଆପଣମାନଙ୍କ ସାଥୀରେ ଅଛି ଏବଂ ଆପଣମାନଙ୍କ ସବୁ ସମସ୍ୟା ସମ୍ପର୍କରେ ମୁଁ ଜଡ଼ିତ ରହିବି, ସାହାଯ୍ୟ କରିବି ବୋଲି ଦୃଢ ପ୍ରତିଶ୍ରୁତି ଦେଇଥିଲେ ।

ଆଦିବାସୀ ରାଜଗାଙ୍ଗପୁର ସୁନ୍ଦରଗଡ଼ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026
Latest News

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026

ମାତ୍ର ୨୦ ମିନିଟ୍ ଚାଲିଲା ଅଭିଷେକ ଶର୍ମାଙ୍କ ଅଭ୍ୟାସ: ଗମ୍ଭୀର ଏବଂ ସୂର୍ଯ୍ୟଙ୍କ ବଢିଲା ଚିନ୍ତା

February 22, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ର?: ତାମିଲନାଡୁରୁ ଛଅ ସନ୍ଦିଗ୍ଧଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

February 22, 2026

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.