Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସମ୍ ନର୍ସିଂ କଲେଜରେ ପ୍ରାଥମିକ ଚିକିତ୍ସା ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ସମ୍ ନର୍ସିଂ କଲେଜରେ ପ୍ରାଥମିକ ଚିକିତ୍ସା ସଚେତନତା କାର୍ଯ୍ୟକ୍ରମ

December 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜ ପକ୍ଷରୁ ପ୍ରାଥମିକ ଚିକିତ୍ସା ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଗତ ୮ ତାରିଖରେ ଓଡ଼ିଶା କ୍ରିକେଟ ଆସୋସିଏସନ୍‌ର ୧୬ ଜଣ ପ୍ରଶିଷକଙ୍କ ନିମନ୍ତେ ଏହି ତାଲିମ ଓ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ସମ୍ ନର୍ସିଂ କଲେଜର ଡିନ୍ ପ୍ରଫେସର ଡଃ ପ୍ରଭାତୀ ତ୍ରିପାଠୀ, ଆସୋସିଏଟ୍ ଡିନ୍ ପ୍ରଫେସର (ଡଃ) ସସ୍ମିତା ଦାସ, ପ୍ରଶିକ୍ଷକ ଏବଂ ଫ୍ୟାକଲ୍ଟି ମେମ୍ବର୍ସମାନଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରାଯାଇଥିଲା। ଦୁଇଟି ଅଧିବେଶନରେ ଦୁଇ ପ୍ରକାର ପ୍ରାଥମିକ ଚିକିତ୍ସା ବିଷୟରେ କାର୍ଯ୍ୟକ୍ରମ ପ୍ରଶିକ୍ଷକ ସୂଯ୍ୟୋସ୍ନା ଜେନା, ପି.ଇ. ଦିଗଲ୍ ଓ ନିବେଦିତା ରାଉତ ଶିକ୍ଷା ଦେଇଥିଲେ। ଏସ୍‌ଏନ୍‌ସିର ଆସିଷ୍ଟାଂଟ ପ୍ରଫେସର ଝୁନିଲତା ପ୍ରଧାନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।

ପ୍ରାଥମିକ ଚିକିତ୍ସା ସଚେତନତା କାର୍ଯ୍ୟକ୍ରମ ସମ୍ ନର୍ସିଂ କଲେଜ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.