Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ବିଦ୍ୟାରତ୍ନ ଜୟନ୍ତୀ ପାଳିତ
ଆଞ୍ଚଳିକ

ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ବିଦ୍ୟାରତ୍ନ ଜୟନ୍ତୀ ପାଳିତ

December 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସ୍ତରୀୟ ପଣ୍ଡିତ ନୀଳମଣି ବିଦ୍ୟାରତ୍ନ ଜୟନ୍ତୀ ପାଳିତ

ଭୁବନେଶ୍ୱର : ପଣ୍ଡିତ ନୀଳମଣି ବିଦ୍ୟାରତ୍ନ ଥିଲେ ଓଡ଼ିଆ ଭାଷା-ସାହିତ୍ୟର ପୃଷ୍ଠପୋଷକ ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ପ୍ରମୁଖ କର୍ଣ୍ଣଧାର । ସମ୍ବାଦପତ୍ର ସଂପଦନା, ଭାଷା ଆନ୍ଦୋଳନ, ସାଂସ୍କୃତିକ ଜାଗରଣ କ୍ଷେତ୍ରରେ ପଣ୍ଡିତ ନୀଳମଣି ବିଦ୍ୟାରନିଙ୍କ ଯୋଗଦାନ ଅତୁଳନୀୟ ।

ଓଡ଼ିଆ ଜାତି ଓ ଓଡ଼ିଆ ଭାଷାର ଶ୍ରୀବୃଦ୍ଧିରେ ତାଙ୍କର ନିରନ୍ତର ପ୍ରୟାସ ପାଇଁ ସେ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିବେ ବୋଲି ଆଜି ସ୍ଥାନୀୟ ଜୟଦେବ ଭବନଠାରେ ଉଭୟ ପ୍ରତ୍ୟକ୍ଷ ଓ ଆଭାସୀ ମାଧ୍ୟମରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ ଯୋଗଦେଇ ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।

ସଭା ପ୍ରାରମ୍ଭରେ ଅତିଥିମାନେ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା, ବିଶିଷ୍ଟ ସାହିିତି୍ୟକ ନୀଳମଣି ବିଦ୍ୟାରତ୍ନ ଓଡ଼ିଆ ଭାଷାର ପ୍ରସାର ସହ ସମ୍ବାଦପତ୍ର ସଂପାଦନା, ଭାଷା ଆନ୍ଦୋଳନ ଏବଂ ସୁସ୍ଥ ସମାଜ ଗଠନ କ୍ଷେତ୍ରରେ ତାଙ୍କ ଉତ୍ସର୍ଗୀକୃତ ଉଦ୍ୟମ ସର୍ବଦା ପ୍ରେରଣାଦାୟୀ ।

ପଣ୍ଡିତ ନୀଳମଣି ବିଦ୍ୟାରତ୍ନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.