Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସତ୍ୟସାଇ ସେବା ସଂଗଠନ ଏବଂ ଭୁବନେଶ୍ୱର ଓକିଲ ସଂଘ ତରଫରୁ ପାନୀୟ ଜଳ ପ୍ରକଳ୍ପ ସ୍ଥାପନ
ଆଞ୍ଚଳିକ

ସତ୍ୟସାଇ ସେବା ସଂଗଠନ ଏବଂ ଭୁବନେଶ୍ୱର ଓକିଲ ସଂଘ ତରଫରୁ ପାନୀୟ ଜଳ ପ୍ରକଳ୍ପ ସ୍ଥାପନ

December 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସତ୍ୟସାଇ ସେବା ସଂଗଠନ ଓଡ଼ିଶା ଏବଂ ଭୁବନେଶ୍ୱର ଓକିଲ ସଂଘ ମିଳିତ ଉଦ୍ୟମରେ କୋର୍ଟ ପରିସରରେ ଏକ ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପ ସ୍ଥାପିତ ହୋଇଯାଇଛି। ଉକ୍ତ ପ୍ରକଳ୍ପକୁ ମାନ୍ୟବର ଜିଲ୍ଲା ଜଜ୍ (ଖୋର୍ଦ୍ଧା, ଭୁବନେଶ୍ୱର) ମହୋଦୟ ଶ୍ରୀଯୁକ୍ତ ରାମଶଙ୍କର ହୋତା ଉଦ୍‌ଘାଟନ କରିଥିଲେ। ଏଥିରେ ସତ୍ୟସାଇ ସେବା ସଂଗଠନର ରାଜ୍ୟ ସଭାପତି ନାରାୟଣ ପ୍ରସାଦ ସର, ସୁଶାନ୍ତ କୁମାର ପଟ୍ଟନାୟକ, ସି. ଜଗଦୀଶ, ଉମେଶ କୁମାର ବିଶ୍ୱାଳ, ସି. ମନିକୁମାରୀ, ଡେଜି ଶତପଥୀ, ସବିତା କୁମାରୀ ଏବଂ ବହୁ ସଦସ୍ୟ ଯୋଗଦାନ କରିଥିଲେ।

ଉକ୍ତ ଉତ୍ସବରେ ଭୁବନେଶ୍ୱର ବାର୍ ଆସୋସିଏସନର ସଭାପତି ନିର୍ମଳ କିଶୋର ରଥ, ସମ୍ପାଦକ ରାଜକିଶୋର ଦାସ, ଉପସଭାପତି ଦେୀବଦତ୍ତ ବାରିକ, ଯୁଗ୍ମ ସମ୍ପାଦକ ଅଶୋକ କୁମାର ବଡ଼ପଣ୍ଡା, କୋଷାଧ୍ୟକ୍ଷ ଲିଙ୍ଗରାଜ ମହାରଣା, ସହ ସମ୍ପାଦକ ଶବି ନାରାୟଣ ସାହୁ ଏବଂ ଆସୋସିଏସନର ସମସ୍ତ କର୍ମକର୍ତ୍ତାବୃନ୍ଦ ଉପସ୍ଥିତ ଥିଲେ। ଏହି ପ୍ରକଳ୍ପ ଦ୍ୱାରା ପ୍ରତିଦିନ ୩୦୦୦ରୁ ଉର୍ଦ୍ଧ୍ୱ ଜନସାଧାରଣ ଉପକୃତ ହୋଇପାରିବେ ବୋଲି ବାର ଆସୋସିଏସନର ସମ୍ପାଦକ ରାଜକିଶୋର ଦାସ ସୂଚନା ଦେଇଛନ୍ତି।

ପାନୀୟ ଜଳ ପ୍ରକଳ୍ପ ଭୁବନେଶ୍ୱର ଓକିଲ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

‘ଡିଜିଟାଲ ଆରେଷ୍ଟ’ ନାଁରେ ହେଉଛି ବଡ଼ ଠକେଇ! ସତର୍କ କଲା କମିଶନରେଟ ପୋଲିସ

July 3, 2026

୨୩ ବର୍ଷ ପରେ ମିଳିଲା ନ୍ୟାୟ, ୨୦୦୩ର ସମ୍ବେଦନଶୀଳ ମାମଲାରେ ୧୪ ଜଣ ଦୋଷୀ ସାବ୍ୟସ୍ତ

July 3, 2026

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ମଧ୍ୟରେ ମୋହନ ମାଝୀ-ନୀତିନ ନବୀନଙ୍କ ବୈଠକ

July 3, 2026

ଝାରସୁଗୁଡ଼ାରେ ବୀଭତ୍ସ ହତ୍ୟାକାଣ୍ଡ: ଯୁବକଙ୍କ ମୃତଦେହ ଉଦ୍ଧାର

July 3, 2026

ଓଡ଼ିଶାରେ ୧.୧୦ ଲକ୍ଷ କୋଟି ଟଙ୍କାର ମେଗା ଆଲୁମିନିୟମ ପ୍ରକଳ୍ପ, ସୃଷ୍ଟି ହେବ ୫୩,୫୦୦ରୁ ଅଧିକ ନିଯୁକ୍ତି

July 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.