Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାଜ୍ୟରେ ଲେବର ପ୍ରୋଗ୍ରେସିଭ ଫେଡ଼େରେସନ ସହ ୨୦ଟି ସଂଗଠନ ହେଲେ ସହବନ୍ଧିତ
ଆଞ୍ଚଳିକ

ରାଜ୍ୟରେ ଲେବର ପ୍ରୋଗ୍ରେସିଭ ଫେଡ଼େରେସନ ସହ ୨୦ଟି ସଂଗଠନ ହେଲେ ସହବନ୍ଧିତ

December 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ଲେବର ପ୍ରୋଗ୍ରେସିଭ ଫେଡ଼େରେସନ ସହ ୨୦ଟି ସଂଗଠନ ହେଲେ ସହବନ୍ଧିତ

ଭୁବନେଶ୍ୱର : କେନ୍ଦ୍ରୀୟ ସଂଗଠନ ଲେବର ପ୍ରୋଗ୍ରେସିଭ ଫେଡ଼େରେସନ (ଏଲ୍‌.ପି.ଏଫ୍‌) ଓଡ଼ିଶାରେ ବିଧିବଦ୍ଧ ଭାବେ ବୁଧବାର ସ୍ଥାନୀୟ ବିଦ୍ୟୁତ୍ ୟୁଥ୍ କ୍ଲବଠାରେ ଏହାର କାର୍ଯ୍ୟକ୍ରମ ଆରମ୍ଭ କରିଛି । ଦେଶର ଉଭୟ ସଂଗଠିତ ଓ ଅସଂଗଠିତ କ୍ଷେତ୍ରରେ ତଥା ବ୍ୟାଙ୍କ, ରେଲୱେ, ପ୍ରତିରକ୍ଷା, ଟେଲିକମ୍‌, ଲୌହ, ଇସ୍ପାତ, ଆଲୁମିନିୟମ, ଖଣି, ଖଦାନ, ବିଦ୍ୟୁତ୍‌, ଶିଳ୍ପ ଆଦି କ୍ଷେତ୍ରରେ କାର୍ଯ୍ୟରତ ଅସଂଖ୍ୟ ଶ୍ରମିକ ସମୂହ ସାମିଲ ହୋଇଛନ୍ତି।

ଏହି କାର୍ଯ୍ୟକ୍ରମରେ ୨୦ଟି ଶ୍ରମିକ ସଂଗଠନ ସହବନ୍ଧିତ ହୋଇଛନ୍ତି । ଏହି ଶ୍ରମିକମାନଙ୍କ ସଂଖ୍ୟା ୨ଲକ୍ଷରୁ ଉର୍ଦ୍ଧ୍ୱ ହେବ । ଓଡ଼ିଶାରେ ସଂଗଠନ ତାହାର ଉପସ୍ଥିତି ଜାହିର କରିବ ବୋଲି ସଭାପତି ବୀରେନ୍ଦ୍ର ଦାସ କହିଛନ୍ତି । ରାଜ୍ୟ ତଥା ଦେଶର ହିତ ଉଦ୍ଦେଶ୍ୟରେ ଏଲ୍‌ପିଏଫ୍ କାର୍ଯ୍ୟ କରିବ ବୋଲି କୁହାଯାଇଛି।

ବୀରେନ୍ଦ୍ର ଦାସ ଲେବର ପ୍ରୋଗ୍ରେସିଭ ଫେଡ଼େରେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

July 23, 2025

ପୋଖରୀରେ ବୁଡି ବରିଷ୍ଠ ନାଗରିକଙ୍କ ମୃତ୍ୟୁ

July 21, 2025

ନରସିଂହପୁର କ୍ଲଷ୍ଟରରେ ଅନୁଷ୍ଠିତ ହେଲା ପ୍ରଥମ ମାସିକ କ୍ଲଷ୍ଟର ବୈଠକ

July 19, 2025

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଦ୍ଵିତୀୟ ବନମହୋତ୍ସବ ପାଳିତ

July 18, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.