Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାଜ୍ୟରେ ଲେବର ପ୍ରୋଗ୍ରେସିଭ ଫେଡ଼େରେସନ ସହ ୨୦ଟି ସଂଗଠନ ହେଲେ ସହବନ୍ଧିତ
ଆଞ୍ଚଳିକ

ରାଜ୍ୟରେ ଲେବର ପ୍ରୋଗ୍ରେସିଭ ଫେଡ଼େରେସନ ସହ ୨୦ଟି ସଂଗଠନ ହେଲେ ସହବନ୍ଧିତ

December 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ଲେବର ପ୍ରୋଗ୍ରେସିଭ ଫେଡ଼େରେସନ ସହ ୨୦ଟି ସଂଗଠନ ହେଲେ ସହବନ୍ଧିତ

ଭୁବନେଶ୍ୱର : କେନ୍ଦ୍ରୀୟ ସଂଗଠନ ଲେବର ପ୍ରୋଗ୍ରେସିଭ ଫେଡ଼େରେସନ (ଏଲ୍‌.ପି.ଏଫ୍‌) ଓଡ଼ିଶାରେ ବିଧିବଦ୍ଧ ଭାବେ ବୁଧବାର ସ୍ଥାନୀୟ ବିଦ୍ୟୁତ୍ ୟୁଥ୍ କ୍ଲବଠାରେ ଏହାର କାର୍ଯ୍ୟକ୍ରମ ଆରମ୍ଭ କରିଛି । ଦେଶର ଉଭୟ ସଂଗଠିତ ଓ ଅସଂଗଠିତ କ୍ଷେତ୍ରରେ ତଥା ବ୍ୟାଙ୍କ, ରେଲୱେ, ପ୍ରତିରକ୍ଷା, ଟେଲିକମ୍‌, ଲୌହ, ଇସ୍ପାତ, ଆଲୁମିନିୟମ, ଖଣି, ଖଦାନ, ବିଦ୍ୟୁତ୍‌, ଶିଳ୍ପ ଆଦି କ୍ଷେତ୍ରରେ କାର୍ଯ୍ୟରତ ଅସଂଖ୍ୟ ଶ୍ରମିକ ସମୂହ ସାମିଲ ହୋଇଛନ୍ତି।

ଏହି କାର୍ଯ୍ୟକ୍ରମରେ ୨୦ଟି ଶ୍ରମିକ ସଂଗଠନ ସହବନ୍ଧିତ ହୋଇଛନ୍ତି । ଏହି ଶ୍ରମିକମାନଙ୍କ ସଂଖ୍ୟା ୨ଲକ୍ଷରୁ ଉର୍ଦ୍ଧ୍ୱ ହେବ । ଓଡ଼ିଶାରେ ସଂଗଠନ ତାହାର ଉପସ୍ଥିତି ଜାହିର କରିବ ବୋଲି ସଭାପତି ବୀରେନ୍ଦ୍ର ଦାସ କହିଛନ୍ତି । ରାଜ୍ୟ ତଥା ଦେଶର ହିତ ଉଦ୍ଦେଶ୍ୟରେ ଏଲ୍‌ପିଏଫ୍ କାର୍ଯ୍ୟ କରିବ ବୋଲି କୁହାଯାଇଛି।

ବୀରେନ୍ଦ୍ର ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026

ଆଜି ଜୁନ୍ ୨୮ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 28, 2026

ମୟୂରଭଞ୍ଜରେ ଡବଲ ମର୍ଡର, ଘର ଭିତରେ ମା’ ଓ ୮ ବର୍ଷର ଝିଅଙ୍କ ରକ୍ତାକ୍ତ ମୃତଦେହ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.