Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କୁ ପଟିଆ କିଲ୍ଳା ସମ୍ମାନ-୨୦୨୧ ପ୍ରଦାନ
ଆଞ୍ଚଳିକ

ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କୁ ପଟିଆ କିଲ୍ଳା ସମ୍ମାନ-୨୦୨୧ ପ୍ରଦାନ

December 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କୁ ପଟିଆ କିଲ୍ଳା ସମ୍ମାନ-୨୦୨୧ ପ୍ରଦାନ

ଭୁବନେଶ୍ୱର :  ବରିଷ୍ଠ ଜନନେତା, ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କୁ କ୍ରମେଡ଼ ବନମାଳୀ ଜେନା ଜନ୍ମଶତବାର୍ଷିକୀ ଉପଲକ୍ଷେ ପଟିଆ କିଲ୍ଲା ସମ୍ମାନ-୨୦୨୧ ପ୍ରଦାନ କରାଯାଇଅଛି ।

ଆଜି ରାଜଭବନ ପରିସରରେ ମହାମାନ୍ୟ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏହି ସମ୍ମାନ ପ୍ରଦାନ କରଯିବାର ବ୍ୟବସ୍ଥା କରାଯାଇଥିଲା । ହେଲେ ତାଙ୍କ ଦେହ ଅସୁସ୍ଥ ବଶତଃ ୯୨ ବର୍ଷରେ ଚିକିତ୍ସା କରୁଥିବା ଡ଼ାକ୍ତର ଯିବା ପାଇଁ ବାରଣ କରିଥିବାରୁ ସ୍ମୃତିକମିଟିର କର୍ମକର୍ତ୍ତାମାନେ ଜାଗମରାସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ପଟିଆକିଲ୍ଲା ସମ୍ମାନ-୨୦୨୧ ପ୍ରଦାନ କରିଥିଲେ ।

ଐତିହାସିକ ପଟିଆ ବନ୍ଧ ସହିତ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ସ୍ୱର୍ଗତ ଜେନା । ସ୍ମୃତି କମିଟିର ସଭାପତି ଶ୍ରୀ ପ୍ରେମାନନ୍ଦ ସାହୁ, ଉପସଭାପତି ନୃସିଂହ ଚରଣ ରାଉତ, ସମ୍ପାଦକ କମ୍ରେଡ଼ ନୃସିଂହ ଚରଣ ବେହେରା, ରଞ୍ଜନ କୁମାର ଜେନା, ବିଜୟ ଜେନା, ଆୟୋଜକ ଶ୍ରୀ ଅଭୟ ବଡ଼ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

January 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026

ବାଣପୁର ବ୍ଲକ ସ୍ତରୀୟ ବନ୍ଦେମତରମ୍ ତାଲିମ ପ୍ରଶିକ୍ଷଣ

January 11, 2026
Latest News

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

ଭାରତରେ ଗଣତନ୍ତ୍ରର ଅର୍ଥ ହେଉଛି ଶେଷ ବ୍ୟକ୍ତି ପର୍ଯ୍ୟନ୍ତ ସେବା ପହଞ୍ଚାଇବା: ପ୍ରଧାନମନ୍ତ୍ରୀ

January 16, 2026

୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

January 16, 2026

ମଙ୍ଗଳାଯୋଡି ଇକୋ ଟୁରିଜିମ ସ୍ଥଳ ପରିଦର୍ଶନ କଲେ ରାଜ୍ୟପାଳ

January 16, 2026

ମୁଖ୍ୟ ଶାସନ ସଚିବଙ୍କ କନ୍ଧମାଳ ଜିଲ୍ଲା ପିଏମଶ୍ରୀ ବାଳିକା ସେବାଶ୍ରମ ସ୍କୁଲ୍‌ ପରିଦର୍ଶନ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.