Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କୁ ପଟିଆ କିଲ୍ଳା ସମ୍ମାନ-୨୦୨୧ ପ୍ରଦାନ
ଆଞ୍ଚଳିକ

ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କୁ ପଟିଆ କିଲ୍ଳା ସମ୍ମାନ-୨୦୨୧ ପ୍ରଦାନ

December 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କୁ ପଟିଆ କିଲ୍ଳା ସମ୍ମାନ-୨୦୨୧ ପ୍ରଦାନ

ଭୁବନେଶ୍ୱର :  ବରିଷ୍ଠ ଜନନେତା, ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କୁ କ୍ରମେଡ଼ ବନମାଳୀ ଜେନା ଜନ୍ମଶତବାର୍ଷିକୀ ଉପଲକ୍ଷେ ପଟିଆ କିଲ୍ଲା ସମ୍ମାନ-୨୦୨୧ ପ୍ରଦାନ କରାଯାଇଅଛି ।

ଆଜି ରାଜଭବନ ପରିସରରେ ମହାମାନ୍ୟ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏହି ସମ୍ମାନ ପ୍ରଦାନ କରଯିବାର ବ୍ୟବସ୍ଥା କରାଯାଇଥିଲା । ହେଲେ ତାଙ୍କ ଦେହ ଅସୁସ୍ଥ ବଶତଃ ୯୨ ବର୍ଷରେ ଚିକିତ୍ସା କରୁଥିବା ଡ଼ାକ୍ତର ଯିବା ପାଇଁ ବାରଣ କରିଥିବାରୁ ସ୍ମୃତିକମିଟିର କର୍ମକର୍ତ୍ତାମାନେ ଜାଗମରାସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ପଟିଆକିଲ୍ଲା ସମ୍ମାନ-୨୦୨୧ ପ୍ରଦାନ କରିଥିଲେ ।

ଐତିହାସିକ ପଟିଆ ବନ୍ଧ ସହିତ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ସ୍ୱର୍ଗତ ଜେନା । ସ୍ମୃତି କମିଟିର ସଭାପତି ଶ୍ରୀ ପ୍ରେମାନନ୍ଦ ସାହୁ, ଉପସଭାପତି ନୃସିଂହ ଚରଣ ରାଉତ, ସମ୍ପାଦକ କମ୍ରେଡ଼ ନୃସିଂହ ଚରଣ ବେହେରା, ରଞ୍ଜନ କୁମାର ଜେନା, ବିଜୟ ଜେନା, ଆୟୋଜକ ଶ୍ରୀ ଅଭୟ ବଡ଼ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.