Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କର୍କଟ ପୀଡ଼ିତ ବାଳକ ସୌମ୍ୟରଞ୍ଜନ ପ୍ରଧାନଙ୍କୁ ସମାଜ ମଙ୍ଗଳ ହୁଣ୍ଡିରୁ ଆଦାୟ ଅର୍ଥରାଶି ପ୍ରଦାନ
ଆଞ୍ଚଳିକ

କର୍କଟ ପୀଡ଼ିତ ବାଳକ ସୌମ୍ୟରଞ୍ଜନ ପ୍ରଧାନଙ୍କୁ ସମାଜ ମଙ୍ଗଳ ହୁଣ୍ଡିରୁ ଆଦାୟ ଅର୍ଥରାଶି ପ୍ରଦାନ

December 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କୃଷ୍ଣଶରଣପୁର/ପଟିଆ: ସାମାଜିକ ଯୁବ ସଂଗଠନ ଖଣ୍ଡଗିରି ତାର ତୃତୀୟ ବାର୍ଷିକ ଉତ୍ସବ ପାଳନ କରିଛି। ଏହି ଅବସରରେ ଖଣ୍ଡପଡ଼ା ନୟାଗଡ଼ ଅଞ୍ଚଳର ୧୩ବର୍ଷର କର୍କଟ ପୀଡ଼ିତ ବାଳକ ସୌମ୍ୟରଞ୍ଜନ ପ୍ରଧାନଙ୍କୁ ସମାଜ ମଙ୍ଗଳ ହୁଣ୍ଡିରୁ ଆଦାୟ କରାଯାଇଥିବା ମୋଟ ୧୫ ହଜାର ଟଙ୍କାକୁ ଅତିଥିମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା।

ସଂଗଠନ ପ୍ରତିଷ୍ଠାତା ବାପୁ ଓଝାଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମରେ ଉଦ୍‌ଘାଟକ ଭାବେ ଭୁବନେଶ୍ୱରର ପୂର୍ବତନ ସାଂସଦ ଡା. ପ୍ରସନ୍ନ ପାଟ୍ଟଶାଣୀ, ମୁଖ୍ୟ ଅତିଥି ଭାବେ ନବନିର୍ବାଚିତ ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଏସିପି ବିଷ୍ଣୁ ପ୍ରସାଦ ପାତ୍ର, ବିଜେଡ଼ି ରାଜ୍ୟ ସମ୍ପାଦକ ଅମରେଶ ଜେନା, ସମାଜସେବୀ ପ୍ରୀତିନନ୍ଦା ରାଉତରାୟ, ଚଳଚ୍ଚିତ୍ର ଅଭିନେତା ଶ୍ରୀତମ ଦାସ, କଣ୍ଠଶିଳ୍ପୀ ଡା. ଜୟଶ୍ରୀ ଧଳ, ସଂଗଠିକା ବିନ୍ଦାସ ଚିନୁ, ପ୍ରଧ୍ୟାପକ ଡା. ଅସିତ ଦାସ, ସମାଜସେବୀ ଧୀରେନ ରାଉତରାୟ, କଣ୍ଠଶିଳ୍ପୀ ଏନ୍‌. ଶ୍ରୀନିବାଶ, କର୍ପୋରେଟର ଅଶ୍ୱିନୀ ସୁନ୍ଦରାୟ, ଯୁବ ସମାଜସେବୀ ଅବିନାଶ ନାୟକ ଓ ନଟିଆ କମେଡ଼ି, ମୁଖ୍ୟ ନାୟକ ସ୍ମୃତିରଞ୍ଜନ ମହାନ୍ତି ଯୋଗ ଦେଇଥିଲେ। ପିପିଲି ବିଧାୟକ ସମାଜମଙ୍ଗଳ ହୁଣ୍ଡି ଭାଙ୍ଗିବା ସହ ସାମାଜିକ ହୁଣ୍ଡିରେ ଦାନ କରିଥିଲେ।

ସମାଜସେବା ଓ ସାମ୍ବାଦିକତା କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତିବିଶେଷଙ୍କୁ ସେବା ସମ୍ମାନ-୨୦୨୧ରେ ସମ୍ବର୍ଦ୍ଧିତ କରାଯାଇଥିଲା। ହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ସଂଗଠନର ସଭାପତି ଚିତ୍ତରଞ୍ଜନ ଦାଶ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଜାତୀୟ ଗଣିତ ଦିବସ ପାଳନ, ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସେମିନାର

December 22, 2025

ପିଚିକୁଳି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜନଶୁଣାଣି ଶିବିର

December 22, 2025

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ସେମିନାର ଓ ନୂତନ ଅଧ୍ୟାପକଙ୍କୁ ସ୍ବାଗତ

December 22, 2025

ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା

December 20, 2025
Latest News

‘ରାହୁଲ ନୁହେଁ’, ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ବଦଳାଇଲା କି କଂଗ୍ରେସ?: ହଇଚଇ ସୃଷ୍ଟି କଲା ସାଂସଦଙ୍କ ବୟାନ

December 23, 2025

ସର୍ବାଧିକ ରେକର୍ଡ ଛୁଇଁଲା ସୁନା ମୂଲ୍ୟ: ଜାଣନ୍ତୁ ଡିସେମ୍ବର ୨୩ ରେ କେତେ ବଢିଲା ଦାମ

December 23, 2025

ଭାରତୀୟଙ୍କ ପାଇଁ ଚୀନ୍‌ର ବଡ଼ ନିଷ୍ପତ୍ତି!: ଆରମ୍ଭ ହେଲା ସରଳୀକୃତ ଅନଲାଇନ୍ ଭିସା ବ୍ୟବସ୍ଥା

December 23, 2025

ରାଜ୍ୟସଭାରେ ପରିବର୍ତ୍ତନ ହେବ ସଂଖ୍ୟା, ୨୦୨୬ ରେ ୭୫ଟି ଆସନ ପାଇଁ ହେବ ନିର୍ବାଚନ

December 23, 2025

ଆଜିଠାରୁ ବିଶାଖାପାଟଣାରେ ପେସା ମହୋତ୍ସବର ଭବ୍ୟ ଆୟୋଜନ

December 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.