Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦିବ୍ୟଜୀବନ ସଂଘର ପୂଜ୍ୟସ୍ୱାମୀ ନିର୍ଲିପ୍ତାନନ୍ଦ ସରସ୍ୱତୀଙ୍କ ୭୯ତମ ସ୍ୱନକ୍ଷତ୍ର ଦିବସ
ଆଞ୍ଚଳିକ

ଦିବ୍ୟଜୀବନ ସଂଘର ପୂଜ୍ୟସ୍ୱାମୀ ନିର୍ଲିପ୍ତାନନ୍ଦ ସରସ୍ୱତୀଙ୍କ ୭୯ତମ ସ୍ୱନକ୍ଷତ୍ର ଦିବସ

January 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଅନ୍ତରାଷ୍ଟ୍ରୀୟ ଦିବ୍ୟଜୀବନ ସଂଘର ଉପସଭାପତି ତଥା ସ୍ୱାମୀ ଶିବାନନ୍ଦ ସନ୍ଥ ପରମ୍ପରାର ଅନନ୍ୟ ସନ୍ଥ ପୂର୍ବାଶ୍ରମରେ ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ସ୍ୱାମୀ ନିର୍ଲିପ୍ତାନନ୍ଦ ସରସ୍ୱତୀ ମହାରାଜ ଆଜି ୭୯ବର୍ଷରେ ପଦାର୍ପଣ କରିଥିବାରୁ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରି ଆର୍ଯ୍ୟସମାଜ, ଓଡ଼ିଶା ପକ୍ଷରୁ ସତ୍ୟନଗର ପାର୍କ ପ୍ରିମିୟମ ସଭାଗୃହରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପ୍ରାର୍ଥନା କରାଯାଇଥିଲା।

ଅନୁଷ୍ଠାନର ସଭାପତି ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶିକ୍ଷାବିତ୍ ଡଃ ବଦ୍ରୀନାଥ ପଟ୍ଟନାୟକ, ବୁଦ୍ଧମନ୍ଦିର ଟ୍ରଷ୍ଟି ଡ଼ଃ ସୌରେନ୍ଦ୍ର କୁମାର ମହାପାତ୍ର, ସିକିମ୍ ବିଶ୍ୱବିଦ୍ୟାଳୟର କୁଳପତି ଡଃ ଜଗନ୍ନାଥ ପଟ୍ଟନାୟକ, ମିତ୍ର ରାୟ, ରୋଟାରରିୟାନ ଜ୍ୟୋତିଶଙ୍କର ମହାନ୍ତି, ଆରତୀ ଜ୍ଞାନେନ୍ଦ୍ର, ଡଃ ନିବେଦିତା ପଟ୍ଟନାୟକ, ଡଃ ଶ୍ରାବଣୀ ପଟ୍ଟନାୟକ, ଲୋରା ରାୟ, ନମିତା ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ଆଡ଼ଭୋକେଟ ଅଂଶୁମାନ ରାୟ ପରିଚାଳନା କରିଥିଲେ।

ଦିବ୍ୟଜୀବନ ସଂଘ ସ୍ୱନକ୍ଷତ୍ର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 13, 2026

ଆଦିବାସୀ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.