Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଚିହ୍ନଟ ହେଲା ପ୍ରଥମ ଓମିକ୍ରନ ଆକ୍ରାନ୍ତ: କୋଭିଡ଼ ନିୟମକୁ ମାନିବା ଲାଗି ନିବେଦନ କଲା ପ୍ରଶାସନ
ଆଞ୍ଚଳିକ

ବାଣପୁରରେ ଚିହ୍ନଟ ହେଲା ପ୍ରଥମ ଓମିକ୍ରନ ଆକ୍ରାନ୍ତ: କୋଭିଡ଼ ନିୟମକୁ ମାନିବା ଲାଗି ନିବେଦନ କଲା ପ୍ରଶାସନ

January 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତରୁ ଆଜି ପ୍ରଥମ ଓମ୍ରିକନ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏ ନେଇ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି। ଆକ୍ରାନ୍ତ ଜଣକ ୨୨ ବର୍ଷୀୟ ଯୁବକ ବୋଲି ଜଣାପଡିଛି। ସେ ନିକଟରେ କତ୍ତରରୁ ଫେରିଥିବା ଜଣାପଡିଛି।

ଗତ ୩ ତାରିଖରେ ମେଡିକାଲ ପ୍ରଶାସନ ପକ୍ଷରୁ ତାଙ୍କର ଆରଟିପିସି ଆର ଏବଂ ଜିନମସିକ୍ଵେନସିଂ ପାଇଁ ନମୁନା ପଠାଯାଇଥିବା ବେଳେ ଗତକାଲି ରାତିରେ ଓମ୍ରିକନ ପଜିଟିଭ ଆସିଥିବା ଜଣାପଡିଛି।

ତେବେ ପ୍ରାଥମିକ ପଦକ୍ଷେପ ରୂପେ ମେଡିକାଲ ପ୍ରଶାସନ ପକ୍ଷରୁ ଜନୈକ ସଂକ୍ରମିତଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି। ଏହାସହ ଆକ୍ରାନ୍ତଙ୍କ ସଂସ୍ପର୍ଶରେ କେଉଁ କେଉଁ ମାନେ ଆସିଛନ୍ତି ତାହାର ତଦନ୍ତ ଜାରି ରହିଛି।  ସେହିପରି ଭାବେ ଆରଆରଟି ଟିମ ବର୍ତ୍ତମାନ ସର୍ଭେ ଆରମ୍ଭ କରିଦେଇଛନ୍ତି।

ତେବେ ଜନସାଧାରଣଙ୍କୁ ଭୟଭୀତ ନହେବା ପାଇଁ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କର୍ତ୍ତୃପକ୍ଷ ଅନୁରୋଧ କରିଛନ୍ତି। ଅନୁରୂପ ଭାବେ କୋଭିଡ଼ ଗାଇଡ଼ଲାଇନକୁ କଡ଼ାକଡି ଭାବେ ମାନିବା ଲାଗି ଜନସାଧାରଣଙ୍କୁ ମେଡିକାଲ କର୍ତ୍ତୃପକ୍ଷ ନିବେଦନ କରିଛନ୍ତି।

ଓମିକ୍ରନ ଆକ୍ରାନ୍ତ କୋଭିଡ ନିୟମ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀରଙ୍କ ନାଥ ଦେବଙ୍କ ପୀଠରେ ରୁକ୍ମିଣୀ ବିବାହ ସମ୍ପନ୍ନ: ଗୁଆଲି ଯାତ୍ରାରେ ନଗର ପରିକ୍ରମା କରିବେ ଦେବଦମ୍ପତି

June 26, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.