Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଓକିଲ ସଂଘ ପକ୍ଷରୁ ନୂତନ ବିଚାରପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ
ଆଞ୍ଚଳିକ

ବାଣପୁର ଓକିଲ ସଂଘ ପକ୍ଷରୁ ନୂତନ ବିଚାରପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ

January 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବିଚାର ବିଭାଗୀୟ ଅଦାଲତରେ ଦୁଇ ନୂତନ ବିଚାରପତି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ମନୋରଞ୍ଜନ ମିଶ୍ର ବରିଷ୍ଠ ଦେୱାନୀ ଜଜ ଭାବେ ଯୋଗଦାନ କରିଥିବା ବେଳେ ସିଦ୍ଧାର୍ଥ ଶଙ୍କର ସେନାପତି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଭାବେ ଯୋଗ ଦେଇଛନ୍ତି।

ଏହି ଅବସରରେ ବାଣପୁର ଓକିଲ ସଂଘ ତରଫରୁ ଉଭୟ ବିଚାରପତିଙ୍କ ନିମନ୍ତେ ସଂଘର କକ୍ଷ ପରିସରରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ କୋଭିଡ଼ ନିୟମ ଅନୁଯାୟୀ ଆୟୋଜିତ ହୋଇଥିଲା। ସଂଘର ସଭାପତି ବରିଷ୍ଠ ଆଇନଜୀବୀ ପ୍ରଭାତ କୁମାର ପଟ୍ଟଜୋଶୀ ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ସଭାପତିତ୍ୱ କରିଥିବା ବେଳେ ସଂଘର ସମ୍ପାଦକ ଜଗନ୍ନାଥ ଭୋଳ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହ ନିଜର ବକ୍ତବ୍ୟ ରଖିଥିଲେ।

ସଂଘର ଅନ୍ୟାନ କର୍ମକର୍ତ୍ତାମାନଙ୍କ ମଧ୍ୟରେ ଉପ ସଭାପତି ପଦ୍ମଜା ପଟ୍ଟନାୟକ, ସହ ସମ୍ପାଦକ ନରେନ୍ଦ୍ର କୁମାର ନାୟକ ତଥା ଅନ୍ୟାନ ବରିଷ୍ଠ ସଭ୍ୟମାନେ ଉପସ୍ଥିତି ଥିଲେ। ଆଜିର ଆୟୋଜିତ ସଭାରେ ବରିଷ୍ଠ ଆଇନଜୀବୀ ସଚ୍ଚିତ ମିଶ୍ର, ରଞ୍ଜନ କୁମାର ବେଦମତ୍ତା , ରାମଚନ୍ଦ୍ର ପଲେଇ, ସୁଧୀର ପ୍ରଧାନ, ଦିଲ୍ଲୀପ ପାଣିଗ୍ରାହୀ, ସୁନୀଲ ମହାପାତ୍ର ଏବଂ ଜଗଦୀଶ ପଟ୍ଟନାୟକ ଆଦି ସହଯୋଗ କରିଥିଲେ।

ଓକିଲ ସଂଘ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.