Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସୋଆରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ
ଆଞ୍ଚଳିକ

ସୋଆରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ

January 27, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୨୦୨୨ ବର୍ଷ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଓ ଶୁଭପ୍ରଦ। ଚଳିତ ବର୍ଷ ଦେଶ ୭୫ତମ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବା ସହ ୭୩ ତମ ଗଣତନ୍ତ୍ର ଦିବସ ମଧ୍ୟ ପାଳନ କରୁଛି। ସେହିପରି ଚଳିତ ବର୍ଷ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜନ୍ମ ବାର୍ଷିକୀ।

ଏଥିସହିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟ ଏହି ବର୍ଷ ୨୫ ବର୍ଷ ପୂରଣ କରିଛି। ତେଣୁ ଏସବୁ ଦୃଷ୍ଟିରୁ ୨୦୨୨ ସୋଆ ପରିବାର ପାଇଁ ଖୁବ୍ ଗର୍ବର ବର୍ଷ ବୋଲି ମତ ରଖିଛନ୍ତି ସୋଆର ପ୍ରୋ-ଚ୍ୟାନ୍‌ସେଲର ପ୍ରଫେସର ଅମିତ ବାନାର୍ଜୀ। ୭୩ ତମ ସାଧାରଣତନ୍ତ୍ର ଦିବସ ଅବସରରେ ସୋଆ ମୁଖ୍ୟ କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରିବା ଅବସରରେ ଏହା କହିଛନ୍ତି ପ୍ରଫେସର ବାନାର୍ଜୀ।

ଭାରତୀୟ ସଂସ୍କୃତି ଓ ପରମ୍ପରାକୁ ଆମ ପାଠ୍ୟକ୍ରମ ସହ ସଂଶ୍ଲିଷ୍ଟ କରିବା ନେଇ ଆମେ ସମସ୍ତେ ଶପଥ କରିବା ଉଚିତ୍‌ ବୋଲି ପ୍ରଫେସର ବାନାର୍ଜୀ କହିଛନ୍ତି।

ଏହି ଅବସରରେ ସୋଆ କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର ଯୋଗ ଦେଇ ଆଗାମୀ ପିଢ଼ି କିଭଳି ଗଣତନ୍ତ୍ର ଦିବସର ଗାରିମା ଓ ଗୁରୁତ୍ୱକୁ ବୁଝିବେ ସେ ଦିଗରେ ସମସ୍ତେ ଯତ୍ନବାନ ହେବା ଉଚିତ୍ ବୋଲି କହିଥିଲେ। କୋଭିଡ ମହାମାରୀର ୨ ବର୍ଷ ଭିତରେ ପିଲାମାନଙ୍କର ପାଠପଢ଼ା ଅନେକ ମାତ୍ରାରେ କ୍ଷତିଗ୍ରସ୍ତ ହେବା ନେଇ ସେ ଉଦ୍‌ବେଗ
ପ୍ରକାଶ କରିଥିଲେ।

ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରୁଥିବା ସୋଆ ସାରା ରାଜ୍ୟ ଓ ଦେଶରେ ଉଦାହରଣ ସୃଷ୍ଟି କରିଛି। ମହାମାରୀ ସମୟରେ ସ୍ୱାସ୍ଥ୍ୟ ସେବା ଓ ଚିକିତ୍ସା ପ୍ରଦାନ କରିବାରେ ସୋଆ ପକ୍ଷରୁ ଉତମ ପଦକ୍ଷେପ ଗ୍ରହଣ କରାଯାଇଛି। ତେଣୁ ୨୫ ବର୍ଷ ପୂରଣ କରିଥିବା ସୋଆ ସ୍ୱାସ୍ଥ୍ୟ, ଶିକ୍ଷା ଓ ଗବେଷଣା କ୍ଷେତ୍ରରେ କିଭଳି ଆଗାମୀ ବର୍ଷରେ ଆହୁରି ଉଚ୍ଚକୋଟୀର କାର୍ଯ୍ୟ କରିବ ସେ ଦିଗରେ ସମସ୍ତେ ପ୍ରଚେଷ୍ଟା କରିବା ଉଚିତ୍ ବୋଲି ପ୍ରଫେସର ମହାପାତ୍ର କହିଥିଲେ।

ଏହି ଅବସରରେ ପ୍ରୋ-ଭିସି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇବିସିଏସ୍ ଡିନ୍ ପ୍ରଫେସର ଅନୁପ ସାମନ୍ତରାୟ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଚିଫ୍  ଆଡ୍‌ମିନିଷ୍ଟ୍ରେଟିଭ୍ ଅଫିସର ପ୍ରମୋଦ କୁମାର ପଣ୍ଡା, ଜଏଂଟ ରେଜିଷ୍ଟ୍ରାର ଡଃ ଶଶାଙ୍କ ମିଶ୍ର ଓ ସୋଆ ଆଉଟ୍‌ରିଚ୍ ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା ଊପସ୍ଥିତ ଥିଲେ।

ସାଧାରଣତନ୍ତ୍ର ଦିବସ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.