Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଲାୟନ୍ସ କ୍ଲବ ଭୁବନେଶ୍ୱର ଓଡ଼ିଶାର ଜନ୍ମ ଦିବସ ପାଳିତ
ଆଞ୍ଚଳିକ

ଲାୟନ୍ସ କ୍ଲବ ଭୁବନେଶ୍ୱର ଓଡ଼ିଶାର ଜନ୍ମ ଦିବସ ପାଳିତ

February 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଲାୟନ୍ସ କ୍ଲବ ଭୁବନେଶ୍ୱର ଓଡ଼ିଶାର ଜନ୍ମ ଦିବସ ସ୍ଥାନୀୟ ହୋଟେଲ ଆର୍ଯ୍ୟପ୍ୟାଲେସଠାରେ ପାଳନ କରାଯାଇଅଛି। ଲାୟନ୍ସ ଜିଲ୍ଲା ଗଭର୍ଣ୍ଣର ଲାୟନ ଇଂ ପୂର୍ଣ୍ଣଚନ୍ଦ୍ର ପାଢୀ, ଲାୟନ୍ସ ଜିଲ୍ଲା ପ୍ରଥମ ମହିଳା ଲାୟନ ରଞ୍ଜନା ପାଢୀ, ପ୍ରଥମ ଜିଲ୍ଲା ଗଭର୍ଣ୍ଣର ଲାୟନ ଇଂ ସୁରେଶ ଚନ୍ଦ୍ର ନାୟକ, ଜିଲ୍ଲା ଅଧ୍ୟକ୍ଷ ଲାୟନ ଅଶୋକ ଅଗ୍ରୱାଲ ଏବଂ ଲାୟନ୍ସ ଜିଲ୍ଲାର ପୂର୍ବତନ ଗଭର୍ଣ୍ଣରମାନେ ଯୋଗଦାନ କରିଥିଲେ।

ଏହି ସଭାରେ କ୍ଲବର ସଭାପତି ଲାୟନ ଇଂ ସିଦ୍ଧାର୍ଥ ମହାନ୍ତି, ସମ୍ପାଦକ ଲାୟନ ଡଃ ବିପିନ ବିହାରୀ ମିଶ୍ର, କୋଷାଧ୍ୟକ୍ଷ ଲାୟନ କାହ୍ନୁ ରଞ୍ଜନ ପୃଷ୍ଟି ଏବଂ ବହୁ ସଦସ୍ୟ ଯୋଗଦାନ କରିଥିଲେ। ଅତିଥିମାନେ କ୍ଲବର ସାମାଜିକ କାର୍ଯ୍ୟକଳାପକୁ ଭୂୟସୀ ପ୍ରଶଂସା କରିଥିଲେ। ଜିଲ୍ଲା ଗଭର୍ଣ୍ଣର କ୍ଲବ ଦ୍ୱାରା ପରିଚାଳିତ ଲାୟନ୍ସ ଚକ୍ଷୁ ଚିକିତ୍ସାଳୟର ଉନ୍ନତି କାମନା କରିବା ସହିତ ଏହା କିପରି ଆଗକୁ ବଢି ପାରିବ ସେଥିନେଇ ଆଲୋଚନା କରିଥିଲେ। ଏହି ଉତ୍ସବରେ ପୂର୍ବତନ ଜିଲ୍ଲା ଗଭର୍ଣ୍ଣର, ପୂର୍ବତନ ସଭାପତି ଏବଂ ଚାର୍ଟର ମେମ୍ବର ଲାୟନ ଏସ୍‌.କେ. ଝୁନଝୁନୱାଲଙ୍କୁ ସମ୍ମାନିତ କରାଯାଇଥିଲା।

ଏହି ଉତ୍ସବକୁ ଲାୟନ କିଶୋର ଚନ୍ଦ୍ର ସାହୁ ଓ ଲାୟନ ଶରତ କୁମାର ପରିଡ଼ା ପରିଚାଳନା କରିଥିଲେ। ଶେଷରେ ଲାୟନ ସୁଧାଂଶୁ କୁମାର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ କେକ୍ କଟାଯାଇ କ୍ଲବର ଜନ୍ମ ଦିବସକୁ ବହୁ ଆନନ୍ଦ ଉଲ୍ଲାସରେ ପାଳନ କରାଯାଇଥିଲା।

ଓଡିଶା ଜନ୍ମ ଦିବସ ପାଳିତ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ‘ପୂର୍ବାଞ୍ଚଳ କୃଷି ସମ୍ମିଳନୀ -୨୦୨୬’: ଓଡ଼ିଶାର କୃଷି ବିକାଶକୁ କେନ୍ଦ୍ରର ପ୍ରଶଂସା

May 19, 2026

ଓଡ଼ିଶାରେ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର ପର୍ଯ୍ୟାପ୍ତ ଏବଂ ନିରବଚ୍ଛିନ୍ନ ଯୋଗାଣ ଜାରି

May 19, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026
Latest News

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026

ଟେକ୍‌ଜିଅମ୍ ୨୦୨୬ରେ ଆଇଟିଇଆର ଛାତ୍ରଛାତ୍ରୀଙ୍କୁ ମିଳିଲା ପିପୁଲ୍ସ ଚଏସ୍ ଆୱାର୍ଡ

May 19, 2026

ଗାଡ଼ି ପାର୍କିଂରୁ ଆରମ୍ଭ ହେଲା ବିବାଦ: ଏସ୍ ପି ​​ସାଂସଦ ଇକ୍ରା ହାସନ ଅଟକ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.