Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୋର୍ଟ ପରିସର ନିକଟରେ ପାନୀୟ ଜଳ ପ୍ରକଳ୍ପ ସ୍ଥାପନ
ଆଞ୍ଚଳିକ

କୋର୍ଟ ପରିସର ନିକଟରେ ପାନୀୟ ଜଳ ପ୍ରକଳ୍ପ ସ୍ଥାପନ

February 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମହାବୀର ମନ୍ଦିରର ବାର୍ଷିକ ଉତ୍ସବ କୋର୍ଟ ପରିସର ସବ୍ ରେଜିଷ୍ଟାର କାର୍ଯ୍ୟାଳୟ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସତ୍ୟସାଇ ସେବା ସଂଗଠନ ଓଡ଼ିଶା ଏବଂ ଭୁବନେଶ୍ୱର ଓକିଲ ସଂଘ ମିଳିତ ଉଦ୍ୟମରେ କୋର୍ଟ ପରିସର ସବ୍ ରେଜିଷ୍ଟାର କାର୍ଯ୍ୟାଳୟ ନିକଟ ଗେଟ୍ ନଂ-୮ଠାରେ ଏକ ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପ ସ୍ଥାପିତ ହୋଇଯାଇଛି। ଏଥିରେ ସତ୍ୟସାଇ ସେବା ସଂଗଠନର ରାଜ୍ୟ ସଭାପତି ନାରାୟଣ ପ୍ରସାଦ ସର, ସୁଶାନ୍ତ କୁମାର ପଟ୍ଟନାୟକ, ସି. ଜଗଦୀଶ, ଉମେଶ କୁମାର ବିଶ୍ୱାଳ, ସି. ମୁନିକୁମାରୀ, ଡ଼େଜି ଶତପଥୀ, ସବିତା କୁମାରୀ ଏବଂ ବହୁ ସଦସ୍ୟ ଯୋଗଦାନ କରିଥିଲେ।

ଉକ୍ତ ଉତ୍ସବରେ ଭୁବନେଶ୍ୱର ବାର୍ ଆସୋସିଏସନର ଭାପତି ନିର୍ମଳ କିଶୋର ରଥ, ସମ୍ପାଦକ ରାଜକିଶୋର ଦାସ, ଉପସଭାପତି ଦେବୀଦତ୍ତ ବାରିକ, ଯୁଗ୍ମ ସମ୍ପାଦକ ଅଶୋକ କୁମାର ବଡ଼ପଣ୍ଡା, କୋଷାଧ୍ୟକ୍ଷ ଲିଙ୍ଗରାଜ ମହାରଣା, ସହ ସମ୍ପାଦକ ଶିବ ନାରରାୟଣ ସାହୁ, ସଂଘ କାର୍ଯ୍ୟକାରୀ କମିଟି ସଭ୍ୟ ସୁରେଶ କୁମାର ଦାସ, ଅଭିଜିତ ମିଶ୍ର, ସବ୍ୟାସାଚି ସୂତାର, ଅସିତ ମହାପାତ୍ର, ଅମୂଲ୍ୟ ପ୍ରସାଦ ନାୟକ, ଅମରେଶ ସ୍ୱାଇଁ, ଲିନା ପଟ୍ଟନାୟକ, ପ୍ରମିଳା ଜାଲି ନାରାୟଣ ଜେନାଙ୍କ ସମେତ ବହୁ ବରିଷ୍ଠ ଓ ଯୁବ ଆଇନଜୀବୀ ସାମିଲ୍ ହୋଇଥିଲେ ବୋଲି ବାର୍ ଆସୋସିଏସନର ସମ୍ପାଦକ ଶ୍ରୀ ଦାସ ସୂଚନା ଦେଇଛନ୍ତି।

ପାନୀୟ ଜଳ ପ୍ରକଳ୍ପ ବାର୍ଷିକ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026

ଚିଲିକା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

September 21, 2026

ପୋଖରୀ ପାଣିରେ ବୁଡ଼ି ନାବାଳିକାର ମୃତ୍ୟୁ

September 21, 2026
Latest News

ମେଘାଳୟରେ ୟୁଡିପି କୁ ଝଟକା: ୧୨ ବିଧାୟକଙ୍କ ମଧ୍ୟରୁ ୮ ବିଧାୟକ ବିଜେପିରେ ସାମିଲ

September 23, 2026

ବିଶ୍ୱ ଗୋଲାପ ଦିବସରେ କର୍କଟ ରୋଗ ସଚେତନତା କାର୍ଯ୍ୟକ୍ରମ

September 23, 2026

ରେଳ ଧାରଣାରୁ ମୃତ ଦେହ ଉଦ୍ଧାର

September 23, 2026

ବ୍ରହ୍ମପୁର ମଣ୍ଡଳ କାରାଗାରରେ ବନ୍ଦୀଙ୍କ ଆତ୍ମହତ୍ୟା

September 23, 2026

ଆପଣଙ୍କ ଫୋନ୍‌ରୁ ଲାପଟପ୍‌ ପର୍ଯ୍ୟନ୍ତ ସବୁଠି ରହିଛି IP Address; ଜାଣନ୍ତୁ କ’ଣ ଏହା, କିପରି କାମ କରେ ଓ କେତେ ସୁରକ୍ଷିତ

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.