Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଥମିଲା ଦ୍ଵିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର, ମତଦାନ ପାଇଁ ପ୍ରସ୍ତୁତି ଆରମ୍ଭ କଲା ବ୍ଲକ ପ୍ରଶାସନ
ଆଞ୍ଚଳିକ

ବାଣପୁର: ଥମିଲା ଦ୍ଵିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର, ମତଦାନ ପାଇଁ ପ୍ରସ୍ତୁତି ଆରମ୍ଭ କଲା ବ୍ଲକ ପ୍ରଶାସନ

February 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶେଷ ହୋଇଛି।ଆସନ୍ତା ୧୮ତାରିଖରେ ଦ୍ଵିତୀୟ ପର୍ଯ୍ୟାୟ ପାଇଁ ମତଦାନ ହେବ। ଏହି ଦ୍ଵିତୀୟ ପର୍ଯ୍ୟାୟ ପାଇଁ ଆଜି ନିର୍ବାଚନୀ ପ୍ରଚାର ଶେଷ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି।

୨୩୩ ବୁଥକୁ ବୁଥ ଅଫିସର ସମେତ ପୁଲିଙ୍ଗ ଅଫିସର ମାନଙ୍କୁ ପଠାଯାଇଛି। ଏହା ସହ କିଭଳି ଶୃଙ୍ଖଳିତ ଭାବେ ମତଦାନ ସଂପୁଣ୍ଣ ହେବ, ତାହା ଉପରେ ବାଣପୁର ବ୍ଲକ ପ୍ରଶାସନ ଗୁରୁତ୍ଵ ଦେଇଛି। ସମସ୍ତ ପୋଲିସ ପ୍ରଶାସନ ନିର୍ବାଚନ ଡିଉଟିରେ ଥିବା ସମସ୍ତ କର୍ମଚାରୀମାନେ ୧୮ ତାରିଖ ମତଦାନ ପାଇଁ ପ୍ରସ୍ତୁତ ହୋଇରହିଛନ୍ତି।

ବାଣପୁର ବ୍ଲକରେ ତିନୋଟି ଜୋନରେ ନିର୍ବାଚନ ପାଇଁ ମତଦାନ କରିବେ ଲୋକେ। ବାଣପୁର ବ୍ଲକରେ ୨୩୩ ଟି ବୁଥରେ ୧ ଲକ୍ଷ ୩ ହଜାର ୮ ସହ ୧୩ ଜଣ ଭୋଟର ମତଦାନ କରିବେ। କୌଣସି ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ନହେବା ପାଇଁ ବ୍ୟାପକ ପୋଲିସ ଟିମକୁ ନିୟୋଜିତ କରିବା ସହିତ ପାଟ୍ରୋଲିଂର ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି।

ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର ବାଣପୁର ବ୍ଲକ ପ୍ରଶାସନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026
Latest News

ଅଂଶୁଘାତ ମୃତ୍ୟୁ ସଂଖ୍ୟା ୩ ଛୁଇଁଲା

May 23, 2026

ବଦଳିଲା ଓଟିଇଟି ତାରିଖ

May 22, 2026

୬ ମାସ ପାଇଁ ଶକ୍ତି କ୍ଷେତ୍ରରେ ଏସମା ଲାଗୁ

May 22, 2026

ନଗରପାଳଙ୍କ ଘର ଉପରକୁ ବୋମାମାଡ, ପୋଲିସ ତଦନ୍ତ ଜାରି

May 22, 2026

ପୁରୁଣାଗଡ଼ରୁ ମିଳିଲା ଓଡ଼ିଶାର ହଜିଲା ସଭ୍ୟତାର ସନ୍ଧାନ

May 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.