Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପଞ୍ଚାୟତ ନିର୍ବାଚନ: ବିଜେପିରେ ସାମିଲ ହେଲେ ବାଣପୁର ବ୍ଲକର ସାଂସଦ ପ୍ରତିନିଧି ଏବଂ ବହୁ ବିଜେଡି କର୍ମୀ
ଆଞ୍ଚଳିକ

ପଞ୍ଚାୟତ ନିର୍ବାଚନ: ବିଜେପିରେ ସାମିଲ ହେଲେ ବାଣପୁର ବ୍ଲକର ସାଂସଦ ପ୍ରତିନିଧି ଏବଂ ବହୁ ବିଜେଡି କର୍ମୀ

February 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ପଞ୍ଚାୟତ ନିର୍ବାଚନ ଆଉ ଦିନଟିଏ ବାକି ଥିବା ବେଳେ ଆଜି ବିଜେଡି ଛାଡି ବିଜେପିରେ ଶତାଧିକ ବିଜେଡ଼ି କର୍ମୀ ଯୋଗଦେଇଛନ୍ତି।

ସୂଚନା ମୁତାବକ ବାଣପୁର ବ୍ଲକର ସାଂସଦ ପ୍ରତିନିଧି ସତ୍ୟନାରୟଣ ପ୍ରଧାନ ତାଙ୍କ ଶତାଧିକ ସମର୍ଥକଙ୍କ ସହ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଏବଂ ଗାଲୁଆ ପଞ୍ଚାୟତ ବିଜେପି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ସୁରେଶ ଚନ୍ଦ୍ର ବାରିକିଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଶ୍ରୀ ପ୍ରଧାନ ବିଜେପିରେ ଯୋଗ ଦେଇଥିବାର କହିଛନ୍ତି।

ଚଳିତ ପଞ୍ଚାୟତ ନିର୍ବାଚନରେ ଗାଲୁଆ ପଞ୍ଚାୟତରେ ବିଜେପିର ପଲା ଭାରି ଥିବା ଆକଳନ କରାଯାଉଛି। ସୁରେଶ ଚଦ୍ର ବାରିକି ପୂର୍ବରୁ ମଧ୍ୟ ଉକ୍ତ ପଞ୍ଚାୟତର ଏକାଧିକ ଥର ସରପଞ୍ଚ ରହିଆସିଥିବା ବେଳେ ଚଳିତ ନିର୍ବାଚନରେ ପୁଣି ଗାଲୁଆ ପଞ୍ଚାୟତବାସୀ ତାଙ୍କୁ ନିର୍ବାଚିତ କରିବେ ବୋଲି ସେ ଅଶା ପ୍ରକଟ କରିଛନ୍ତି।

ପଞ୍ଚାୟତ ନିର୍ବାଚନ ବାଣପୁର ବିଜେଡି କର୍ମୀ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026
Latest News

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.