Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପଞ୍ଚାୟତ ନିର୍ବାଚନ ପୂର୍ବରୁ ବାଣପୁର ବ୍ଲକରେ ପୋଲିସର ଫ୍ଲାଗ ମାର୍ଚ୍ଚ
ଆଞ୍ଚଳିକ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବାଣପୁର ବ୍ଲକରେ ପୋଲିସର ଫ୍ଲାଗ ମାର୍ଚ୍ଚ

February 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଞ୍ଚାୟତ ନିର୍ବାଚନ ପୂର୍ବରୁ ବାଣପୁର ବ୍ଲକରେ ପୋଲିସର ଫ୍ଲାଗ ମାର୍ଚ୍ଚ

ରିପୋର୍ଟ-ସୀତାରାମ ଅଗ୍ରୱାଲା

ବାଣପୁର: ଖୋର୍ଦ୍ଧା ଏସପିଙ୍କ ନିର୍ଦେଶକ୍ରମେ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ କୁମାର ଦାସଙ୍କ ତତ୍ୱାବଧାନରେ ଆଜି ସନ୍ଧ୍ୟାରେ ବାଣପୁର ଠାରେ କରାଯାଇଛି ପୋଲିସର ଶକ୍ତି ପ୍ରଦର୍ଶନ। ଆସନ୍ତାକାଲି ବାଣପୁରରେ ପଞ୍ଚାୟତ ନିର୍ବାଚନ ଥିବାରୁ ପୋଲିସ ପକ୍ଷରୁ ବାଣପୁର ବ୍ଲକର ସମସ୍ତ ପଞ୍ଚାୟତରେ କରାଯାଇଛି ଫ୍ଲାଗ ମାର୍ଚ୍ଚ।

ଉକ୍ତ ଫ୍ଲାଗମାର୍ଚ୍ଚରେ ବାଣପୁର ତହସିଲଦାରଙ୍କ ସମେତ ବାଲୁଗାଁ ଏସଡିପିଓ, ୩ ଜଣ ଡ଼ିଏସପି, ଚାରି ଜଣ ଆଇଆଇସି ଏବଂ 20 ଗୋଟି ମୋବାଇଲ ଭ୍ୟାନରେ ପୋଲିସ କର୍ମଚାରୀ ମାନେ ସାମିଲ ଥିଲେ। ଅତିରିକ୍ତ ଏସପି ଶ୍ରୀ ଦାସ ସ୍ଥାନୀୟ ପଲଟନ ପଡିଆରେ ପୋଲିସ ବ୍ରିଫିଙ୍ଗ କଲା ପରେ ଆରମ୍ଭ ହୋଇଥିଲା ଫ୍ଲାଗମାର୍ଚ୍ଚ।

ପଞ୍ଚାୟତ ନିର୍ବାଚନ ପାଇଁ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବାର କହିଛନ୍ତି ଅତରିକ୍ତ ଏସପି ଶ୍ରୀ ଦାସ। ନିର୍ବାଚନକୁ ନିରପେକ୍ଷ, ଅବାଧ ଏବଂ ଶାନ୍ତିପୂର୍ଣ କରିବାପାଇଁ ସଂକଳ୍ପବଧ ଖୋର୍ଦ୍ଧା ଜିଲ୍ଲା ପୋଲିସ ବୋଲି ଶ୍ରୀ ଦାସ କହିଛନ୍ତି।

Panchayat Election ଓଡିଶା ପଞ୍ଚାୟତ ନିର୍ବାଚନ ଖୋର୍ଦ୍ଧା ଖୋର୍ଦ୍ଧା ଜିଲ୍ଲା ପୋଲିସ ପଞ୍ଚାୟତ ନିର୍ବାଚନ ବାଣପୁର ସୀତାରାମ ଅଗ୍ରୱାଲା
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

OBCC Tender: ଖୋର୍ଦ୍ଧା ଜିଲ୍ଲାର ପାଞ୍ଚଟି ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ବାହାରିଲା ଟେଣ୍ଡର

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ଭାରତ ବନାମ ଇଂଲଣ୍ଡ ପ୍ରଥମ ଦିନିକିଆ: କେତେବେଳେ ଆରମ୍ଭ ହେବ ମ୍ୟାଚ୍?

July 14, 2026

ଇ-୨୦ ଉପରେ କଠୋର ଆଭିମୁଖ୍ୟ: କଡ଼ା ନିର୍ଦ୍ଦେଶ ଦେଲେ ସରକାର

July 14, 2026

ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ସରକାରଙ୍କ କାର୍ଯ୍ୟାନୁଷ୍ଠାନ: ଇରାନୀ ଦୂତାବାସକୁ କଲେ ସମନ

July 14, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ODI: ଜାଣନ୍ତୁ ପିଚ୍ ରିପୋର୍ଟ

July 14, 2026

ସୁନା କିଣିବା ପାଇଁ ଏହା କ’ଣ ଠିକ୍ ସମୟ?: ଜାଣନ୍ତୁ ଆଜିର ମୂଲ୍ୟ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.