Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶାନ୍ତିପୂର୍ଣ୍ଣ ଭାବେ ଚିଲିକା ବ୍ଲକରେ ସରିଲା ମତଦାନ, ପୁରଷଙ୍କ ଠାରୁ ମହିଳା ଆଗରେ
ଆଞ୍ଚଳିକ

ଶାନ୍ତିପୂର୍ଣ୍ଣ ଭାବେ ଚିଲିକା ବ୍ଲକରେ ସରିଲା ମତଦାନ, ପୁରଷଙ୍କ ଠାରୁ ମହିଳା ଆଗରେ

February 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ବ୍ଲକର ୧୭ ଗୋଟି ପଂଚାୟତର ୨୨୫ ଗୋଟି ବୁଥରେ ସମୁଦାୟ ୭୦ ହଜାର ୫ ଶହ ୪୬ ଜଣ ମତଦାତା ନିଜର ମତ ସାବ୍ୟସ୍ତ କରିଥିବା ବେଳେ ତନ୍ମଧ୍ୟରୁ ପୁରୁଷ ମତଦାତା ୩୩ ହଜାର ୯ ଶହ ୬୩ ଜଣ ରହିଥିବା ବେଳେ ମହିଳା ମତଦାତାଙ୍କ ସଂଖ୍ୟା ରହିଛି ୩୬ ହଜାର ୫ ଶହ ୮୩। ମୋଟ ମତଦାନ ପ୍ରତିଶତ ୭୩.୩୮ ଥିବା ଜଣାପଡ଼ିଛି।

ଆଇନ ଶୃଙ୍ଖଳା ରକ୍ଷା ପାଇଁ ଅତିରିକ୍ତ ଏସପି ସୁରେଶ ଦାସଙ୍କ ତତ୍ୱାବଧାନରେ ୪ ଜଣ ଡ଼ିଏସପି, ୫ ଜଣ ଇନ୍ସପେକ୍ଟର, ୧୭ ଜଣ ଏସଆଇ, ୨୫ ଜଣ ଏଏସଆଇ ଏବଂ ୧୦ ପ୍ଲାଟୁନ ଫୋର୍ସ ନିୟୋଜିତ ହୋଇଥିଲେ। ତେବେ ଚିଲିକା ବ୍ଲକରେ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ଶେଷ ହୋଇଥିବାରୁ ଭୋଟରଙ୍କୁ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ଧନ୍ୟବାଦ ଅର୍ପଣ କରିଛନ୍ତି।

ଚିଲିକା ବ୍ଲକ ପଞ୍ଚାୟତ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026

ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ବାମୀ

August 23, 2026

ତୁଳସୀକ୍ଷେତ୍ରରେ ରାଧାଗୋବିନ୍ଦଙ୍କ ଦିବ୍ୟ ଝୁଲଣ ଲୀଳା ଦର୍ଶନ ପାଇଁ ଭକ୍ତଙ୍କ ସମାଗମ

August 23, 2026

ଭୁବନେଶ୍ୱରଠାରେ ରାଷ୍ଟ୍ରିୟ ସେବା ଭାରତୀ କର୍ମଶାଳା ଉଦଘାଟିତ

August 23, 2026

‘ଓଡ଼ିଶା ଫାର୍ମାସୀ ଅଧିକାରୀ ସେବା ସଂଘ’ର ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.