Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ନୂତନ ଉପ ନିବନ୍ଧକଙ୍କ କାର୍ଯ୍ୟରେ ଯୋଗଦାନ
ଆଞ୍ଚଳିକ

ବାଣପୁରରେ ନୂତନ ଉପ ନିବନ୍ଧକଙ୍କ କାର୍ଯ୍ୟରେ ଯୋଗଦାନ

February 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ନୂତନ ଉପ ନିବନ୍ଧକ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଓଆରଏସ ଅଧିକାରୀ ରମେଶ ଚନ୍ଦ୍ର ପାଣି। ଶ୍ରୀ ପାଣି ପୁର୍ବରୁ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ। ନିକଟରେ ଶ୍ରୀ ପାଣିଙ୍କ ପଦୋନ୍ନତି ହେବାରୁ ସରକାର ତାଙ୍କୁ ବାଣପୁର ଉପ ନିବନ୍ଧକ ଭାବେ ଅବସ୍ଥାପିତ କରିଛନ୍ତି।

ତେବେ ବାଣପୁର ଉପ ନିବନ୍ଧକ କାର୍ଯ୍ୟାଳୟ ଖୋର୍ଦ୍ଧା ଜିଲ୍ଲାର ଏକ ବୃହତ କାର୍ଯ୍ୟାଳୟ ହୋଇଥିବା ବେଳେ ଦୀର୍ଘ ଏକ ବର୍ଷ ହେବ ଏଠାରେ ଉକ୍ତ ପଦବୀ ଖାଲି ପଡିଥିଲା।  ଯାହାଫଳରେ ବାଣପୁର ଓ ଚିଲିକା ତହସିଲର ଜନସାଧାରଣମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ।

ବର୍ତ୍ତମାନ ଉକ୍ତ ପଦବୀରେ ସ୍ଥାୟୀ ନିଯୁକ୍ତି ମିଳିବା ପରେ ହିତାଧିକାରୀମାନଙ୍କ ବହୁ ଗୁରୁତ୍ୱପୂର୍ଣ କାର୍ଯ୍ୟଗୁଡ଼ିକ ଶୀଘ୍ର ସମାପ୍ତ ହୋଇପାରିବ ବୋଲି ଅଶା କରାଯାଉଛି। ସେହିପରି ଭାବେ ଦୀର୍ଘଦିନରୁ ପଡିରହିଥିବା ପୁରୁଣା କାର୍ଯ୍ୟଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ପୁରା କରାଯିବ ଏବଂ ଜନସାଧାରଣଙ୍କୁ ତୁରନ୍ତ ସେବା ପ୍ରଦାନ କରାଯିବ ବୋଲି ଶ୍ରୀ ପାଣି କହିଛନ୍ତି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

May 15, 2026

ଗତ ଚାରି ମାସରେ ରେଳବାଇର ସିମେଣ୍ଟ ପରିବହନ ୧୭୦% ବୃଦ୍ଧି

May 15, 2026

ଓଡ଼ିଶା ସମେତ ୧୬ ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଂଚଳରେ ଅନୁଷ୍ଠିତ ହେବ ୩ୟ ପର୍ଯ୍ୟାୟ ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍)

May 15, 2026

ହର୍ମୁଜ ପାର କଲା ୨ ଭାରତୀୟ ଏଲପିଜି ବୋଝେଇ ଜାହାଜ, ୨ ମାସ ଭିତରେ ୭ ଲକ୍ଷ ପିଏନଜି ସଂଯୋଗ ପ୍ରଦାନ

May 15, 2026

ପ୍ରଧାନମନ୍ତ୍ରୀଙ୍କ ସହ ୩୫ ବର୍ଷର ଅଭିଜ୍ଞତା ଆଧାରରେ ‘ଅପନାପନ’ ପୁସ୍ତକ ରଚନା କଲେ ଶିବରାଜ ସିଂହ ଚୌହାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.