Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ୧୪ ନଂ ଜିଲ୍ଲାପରିଷଦ ଭୋଟରେ ବାଜି ମାରିଲା ବିଜେପି
ଆଞ୍ଚଳିକ

ବାଣପୁର: ୧୪ ନଂ ଜିଲ୍ଲାପରିଷଦ ଭୋଟରେ ବାଜି ମାରିଲା ବିଜେପି

February 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା: ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ଜାରି ରହିଛି। ବର୍ତ୍ତମାନ ଏହି ଗଣତିରେ ବିଜେଡ଼ିର ବିପୁଳ ବିଜୟ ଦେଖିବାକୁ ମିଳିଛି। କିନ୍ତୁ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ୧୪ ନଂ ଜିଲ୍ଲା ପରିଷଦ ଆସନରେ ବିଜେପି ବାଜିମାତ କରିଛି। ସେଠାରେ ବିଜେଡି ପ୍ରାର୍ଥୀ ଲିଲିବାଳା ଭୋଳଙ୍କୁ ବିଜେପି ପ୍ରାର୍ଥୀ ରୋଜିତା ପ୍ରଧାନ ପରାଜିତ କରିଛନ୍ତି। ରୋଜିତା ୧୬୮୪ ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛନ୍ତି।

ତେବେ ବାଣପୁର ବ୍ଲକର ୧୩ ନଂ ଜୋନର ଜିଲ୍ଲାପରିଷଦ ପ୍ରାର୍ଥୀ ଟିକି ଶବର ବିଜୟ ଲାଭ କରିଥିବା ବେଳେ ଚିଲିକା ବ୍ଲକର ୨ ଜଣ ବିଜେଡ଼ି ପ୍ରାର୍ଥୀ ବିଜୟ ଲାଭ କରିଛନ୍ତି। ବର୍ତ୍ତମାନ ଚିଲିକା ନିର୍ବାଚନମଣ୍ଡଳୀରେ ଘୋଷଣା ହୋଇଥିବା ୪ ଟି ଆସନ ମଧ୍ୟରୁ ୨ଟି ଆସନରେ ବିଜେଡ଼ି ଜିତିଥିବା ବେଳେ ୨ ଟି ଆସନରେ ବିଜେପି ଜିତିପାରିଛି। ଆଜି ଆଉ ୨ ଟି ଆସନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। କିଛି ସମୟ ପରେ ସମୀକ୍ଷା ନିୟୁଜ ମାଧ୍ୟମରେ ଅପଡେଟ ପ୍ରଦାନ କରାଯିବ।

ରୋଜିତା ପ୍ରଧାନ- ବିଜେପି- ୧୨୮୫୩

ଲିଲିବାଳା ଭୋଳ- ବିଜେଡ଼ି- ୧୧୧୬୯

ରଶ୍ମିତା ମହାପାତ୍ର- କଂଗ୍ରେସ- ୧୧୭୬

ଜିଲ୍ଲାପରିଷଦ ବାଣପୁର ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ସମ୍ପର୍କୀତ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

ପୁଣି କେବେ ଏକାଠି ଖେଳିବେ ରୋହିତ ଏବଂ ବିରାଟ: ଜାଣନ୍ତୁ ୨୦୨୭ ବିଶ୍ୱକପ୍ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

July 22, 2026

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ସହିଦ

July 22, 2026

ମହିଳା ସାଂସଦମାନଙ୍କୁ ଦୁର୍ବ୍ୟବହାର ମାମଲା: ସମଗ୍ର ମୌସୁମୀ ଅଧିବେଶନରୁ କଲ୍ୟାଣ ବାନାର୍ଜୀ ନିଲମ୍ବିତ

July 22, 2026

ସରକାରଙ୍କ ସହ ସିଜେପି ର ଆରମ୍ଭ ହେବ ଆଲୋଚନା?: ଏହି ସର୍ତ୍ତ ରଖିଲା କକ୍ରୋଚ୍ ଜନତା ପାର୍ଟି

July 22, 2026

ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ: ଏମକେସିଜି ରେ ଭର୍ତ୍ତି

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.