Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଇ-ଷ୍ଟୋର ଇଣ୍ଡିଆର ନୂତନ ସୋରୁମ୍ ଉଦ୍‌ଘାଟିତ
ଆଞ୍ଚଳିକ

ଇ-ଷ୍ଟୋର ଇଣ୍ଡିଆର ନୂତନ ସୋରୁମ୍ ଉଦ୍‌ଘାଟିତ

March 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଖାରବେଳ ନଗରଠାରେ ଇ-ଷ୍ଟୋର ଇଣ୍ଡିଆର୨୩ ତମ ବ୍ୟବସାୟିକ ଶାଖା ଉଦ୍‌ଘାଟିତ ହୋଇଯାଇଛି। କମ୍ପାନୀର ଓଡ଼ିଶା ଶାଖା ପ୍ରତିଷ୍ଠାତା ସଦସ୍ୟ ସନ୍ତୋଷ କୁମାର ନନ୍ଦ ଓ ଟିମ୍ ଲିଡ଼ର ତପନ ଜେନା ଏହାକୁ ଉଦ୍‌ଘାଟନ କରି କମ୍ପାନୀ ତଥା ଏହି ଖାଉଟି ସାମଗ୍ରୀର ବିଭିନ୍ନ ରିହାତି ଉପରେ ଆଲୋକପାତ କରି କହିଲେ ଯେ, କମ୍ପାନୀର ବିଭିନ୍ନ ଉତ୍ପାଦ ଉପରେ ୪ରୁ ୪୦ ପ୍ରତିଶତ ହାରରେ ରିହାତି ଯୋଗାଇ ଦିଆଯିବ। କମ୍ପାନୀ ସମ୍ପର୍କରେ ସୂଚନା ଦେଇ ଶ୍ରୀ ଜେନା କହିଲେ ଯେ, ଆଗାମୀ ଦିନରେ ରାଜ୍ୟରେ ପ୍ରତି ଜିଲ୍ଲାରେ ଏହାର ସୋରୁମ୍ ଖୋଲାଯାଇ ବ୍ୟବସାୟକୁ ବୃଦ୍ଧି କରିବା ସଙ୍ଗେ ସଙ୍ଗେ ଖାଉଟି ମାନଙ୍କ ଚାହିଦାକୁ ଦୃଷ୍ଟିରେ ରଖି ରିହାତି ମଧ୍ୟ ଦିଆଯିବ।

ଏତଦ୍‌ବ୍ୟତୀତ କମ୍ପାନୀ ପକ୍ଷରୁ ବିଭିନ୍ନ ସ୍ଥାନରେ ମାଗଣା ଆୟୁର୍ବେଦିକ ସ୍ୱାସ୍ଥ୍ୟ ଶିବିରମାନ ଅନୁଷ୍ଠିତ କରାଯିବା ସଙ୍ଗେ ସଙ୍ଗେ ଔଷଧ ବଣ୍ଟନର ମଧ୍ୟ ବ୍ୟବସ୍ଥା କରାଯିବାର ଯୋଜନା ହାତକୁ ନିଆଯାଉଛି।

ଏହି ଉଦ୍‌ଘାଟନୀ ଉତ୍ସବରେ ଜିତେନ୍ଦ୍ର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସୁଦର୍ଶନ ବେହେରା, ରଞ୍ଜନ କିଶୋର, ଓଁକାର ମିଶ୍ର, ଦିଲ୍ଲୀପ ମହାପାତ୍ର, ଗୌତମ ଦାସ ପ୍ରମୁଖ ଯୋଗ ଦେଇଥିବା ବେଳେ ରତିନ୍ଦ୍ର ପରମାଣିକ, ମମତା ପରମାଣିକ ଉତ୍ସବ ପରିଚାଳନା କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.