Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନନ୍ଦକିଶୋର ମେମୋରିଆଲ ଫୁଟବଲ ଜର୍ସି ଉନ୍ମୋଚନ
ଆଞ୍ଚଳିକ

ନନ୍ଦକିଶୋର ମେମୋରିଆଲ ଫୁଟବଲ ଜର୍ସି ଉନ୍ମୋଚନ

March 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସିଟି ବ୍ଲକ ଏବଂ କିଟ୍‌ର ମିଳିତ ଆନୁକୂଲ୍ୟରେ ଆସନ୍ତା ୧୩ ତାରିଖ ଠାରୁ ନନ୍ଦକିଶୋର ପଟ୍ଟନାୟକ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ କିଟ୍ ଷ୍ଟାଡ଼ିୟମଠାରେ ଅନୁଷ୍ଠିତ ହେବ। ଏହି ଟୁର୍ଣ୍ଣାମେଣ୍ଟରେ ଯୋଗ ଦେଇଥିବା ଖେଳାଳୀମାନଙ୍କୁ ଜର୍ସ ଉନ୍ମୋଚନ ହୋଇଥିଲା ଏବଂ ବିଶ୍ୱ ମହିଳା ଦିବସ ଅବସରରେ ଆନ୍ତର୍ଜାତିକ ମହିଳା ଫୁଟବଲ ଖେଳାଳୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଏହି ପରିପ୍ରେକ୍ଷୀରେ ଅତିଥି ଭାବେ ବୈଜୟନ୍ତୀ ସାହୁ, ରୁଚି ମସଲା ଏମ୍‌ଡ଼ି ଡଃ ଶରତ ସାହୁ, ଆନ୍ତର୍ଜାତିକ ଗଲଫର ଲଖି ସ୍ୱାଇଁ, ଡଃ ସୌର୍ଯ୍ୟରଞ୍ଜନ ପରିଜା, କଣ୍ଠଶିଳ୍ପୀ ସୌରଭ ନାୟକ, ଅଶୋକ ମହାନ୍ତି, ସତ୍ୟବ୍ରତ ରଥ, ସଙ୍ଗୀତା ଶର୍ମା, ଭାଗ୍ୟଧର ଜଗଦେବ, ସାମ୍ବାଦିକ ସତ୍ୟ ମିଶ୍ର, ମହମ୍ମଦ ସହିଦ ଜବାର, ସହଦେବ ରାଉତ, ଶ୍ରଦ୍ଧାଞ୍ଜଳି ସାମନ୍ତରାୟ, ସସ୍ମିତା ମଲ୍ଲିକ, ପ୍ରଥମା ପ୍ରିୟଦର୍ଶିନୀ, ଜବାମଣି ଟୁଡ଼ୁ, ଗୀତାଞ୍ଜଳି ଖୁଣ୍ଟିଆ, ଆଲୋଚନା ସେନାପତି, ମମତା ମହାନ୍ତି, ମମତାଜ ବେଗମ, ସିଟିକ୍ଲବର ସମ୍ପାଦକ ପ୍ରଦୀପ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ ବିଶେଷକରି ଆନ୍ତର୍ଜାତିକ ଫୁଟବଲ ଖେଳାଳୀ ପ୍ୟାରୀ ଖାଖା ମନୀଷା ପାନା, ଗଲଫର ଲଖି ସ୍ୱାଇଁ, ବିଶିଷ୍ଟ କଣ୍ଠଶିଳ୍ପୀ ଜୟଶ୍ରୀ ଧଳ, ବରିଷ୍ଠ ଫୁଟବଲ କୋଚ ଗଙ୍ଗାଧର ବେହେରା ଏବଂ ସୁନିତା ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଏହି ଟୁର୍ଣ୍ଣାମେଣ୍ଟଟି ଚଳିତମାସ ୧୩ ତାରିଖରୁ ଆରମ୍ଭ ହୋଇ ୨୦ ତାରିଖରେ ସମାପ୍ତ ହେବ। ଏହାର ମୁଖ୍ୟ ପ୍ରାୟୋଜକ ହେବାକୁ ରୁଚି ମସଲା ଆଗ୍ରହ ପ୍ରକାଶ କରିଛନ୍ତି।

କିଟ୍ ଜର୍ସି ଉନ୍ମୋଚନ ସିଟି ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026

ଡବ୍ଲୁଟିସି ୨୦୨୫-୨୭ରେ ସର୍ବାଧିକ ରନ୍ କରିଥିବା ଶ୍ରେଷ୍ଠ ୫ ଭାରତୀୟ ବ୍ୟାଟ୍ସମ୍ୟାନ୍

August 22, 2026

ବିହାରରେ ଆଉ ଏକ ପ୍ରତିବାଦ ପାଇଁ ପ୍ରସ୍ତୁତି!: ଅଗଷ୍ଟ 25ରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

August 22, 2026

“ବନ୍ଦେ ମାତରମ୍” ବିବାଦ: କଂଗ୍ରେସ ନିଷ୍ପତ୍ତିରେ କ୍ଷୁବ୍ଧ ବିଜେପି, ପାସ୍ କଲା ପ୍ରସ୍ତାବ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.