Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଓକିଲ ସଂଘ ନିର୍ବାଚନ: ପ୍ରଭାତ ପଟ୍ଟଯୋଶୀ ସଭାପତି, ଜଗନ୍ନାଥ ଭୋଳ ହେଲେ ସମ୍ପାଦକ
ଆଞ୍ଚଳିକ

ବାଣପୁର ଓକିଲ ସଂଘ ନିର୍ବାଚନ: ପ୍ରଭାତ ପଟ୍ଟଯୋଶୀ ସଭାପତି, ଜଗନ୍ନାଥ ଭୋଳ ହେଲେ ସମ୍ପାଦକ

March 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ବାଣପୁର ଓକିଲ ସଂଘର ବାର୍ଷିକ କର୍ମକର୍ତ୍ତା ନିର୍ବାଚନ ସୁଚାରୁରୂପେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ନିର୍ବାଚନରେ ସଂଘର ନବ ନିର୍ବାଚିତ ସଭାପତି ଭାବେ ପ୍ରଭାତ କୁମାର ପଟ୍ଟଯୋଶୀ, ସମ୍ପାଦକ ଜଗନ୍ନାଥ ଭୋଳ, ଉପ ସଭାପତି ପଦ୍ମଜା ପଟ୍ଟନାୟକ, ସହ ସମ୍ପାଦକ ନରେନ୍ଦ୍ର କୁମାର ନାୟକ ନିର୍ବାଚିତ ହୋଇଛନ୍ତି।

ଅନୁରୂପ ଭାବେ କାର୍ଯ୍ୟକାରୀ କମିଟିର ସଦସ୍ୟ ଭାବେ ସନ୍ତୋଷ କୁମାର ପାତ୍ର, କୁଳମଣି ବେହେରା ଓ ଦେବବ୍ରତ ବଡ଼ଜେନା ନିର୍ବାଚିତ ହୋଇଛନ୍ତି। ପ୍ରକାଶ ଥାଉକି ବିଗତ ବର୍ଷ ବାଣପୁର ଓକିଲ ସଂଘ ନିର୍ବାଚନରେ ମଧ୍ୟ ସଭାପତି ଓ ସମ୍ପାଦକ ଭାବେ ଉଭୟ ପ୍ରଭାତ ପଟ୍ଟଯୋଶୀ ଓ ଜଗନ୍ନାଥ ଭୋଳ ବିପୁଳ ଭୋଟରେ ନିର୍ବାଚିତ ହୋଇଥିବାବେଳେ ଶ୍ରୀ ଭୋଳ ଚଳିତ ବର୍ଷକୁ ମିଶାଇ ଲଗାତାର ଭାବେ ୮ ବର୍ଷ ହେଲା ସଂଘର ସମ୍ପାଦକ ଭାବେ ନିର୍ବାଚିତ ହୋଇଆସୁଛନ୍ତି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜିଲ୍ଲା ସଦର ମହକୁମାର ଠାରେ ଜନଶୁଣାଣି

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.