Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନେହେରୁ ଯୁବ କେନ୍ଦ୍ର ତରଫରୁ କେଚ୍ ଦି ରେନ୍ ସମ୍ପର୍କିତ କୁଇଜ୍ ପ୍ରତିଯୋଗିତା
ଆଞ୍ଚଳିକ

ନେହେରୁ ଯୁବ କେନ୍ଦ୍ର ତରଫରୁ କେଚ୍ ଦି ରେନ୍ ସମ୍ପର୍କିତ କୁଇଜ୍ ପ୍ରତିଯୋଗିତା

March 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ନେହେରୁ ଯୁଵ କେନ୍ଦ୍ର ସମ୍ଵଲପୁର୍ ତରଫରୁ ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଏନ୍ଏସ୍ଏସ୍ ଶାଖା ସହଯୋଗରେ ଆଜି ବୃଷ୍ଟି ଜଳ ସଂରକ୍ଷଣ ସମ୍ପର୍କିତ “କେଚ୍ ଦି ରେନ୍” କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ନେହେରୁ ଯୁଵ କେନ୍ଦ୍ରର ସ୍ଵେଚ୍ଛାସେବୀ ପିପୁଲ୍ କୁମାର ସାହୁ ଓ ଅଧ୍ୟାପକ ଡ଼ ପ୍ରଶାନ୍ତ କୁମାର ଦାସଙ୍କ ପରିଚାଳନାରେ ଆୟୋଜିତ କୁଇଜ୍ ପ୍ରତିଯୋଗିତାରେ ସାତଟି ଦଳ ରେ ମୋଟ୍ ଅଠେଇଶ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ।

ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ଼ ଦୀପେନ୍ କୁମାର ପଟ୍ଟନାୟକ ଵୃଷ୍ଟିଜଳ ସାଇତି ରଖିବା ର ଆବଶ୍ୟକତା ଓ ପଦ୍ଧତି ଉପରେ ଆଲୋକପାତ କରିଥିଲେ। ଅଧ୍ୟକ୍ଷ କନ୍ଦର୍ପ ରାଉଳଙ୍କ ପରିଚାଳନା ରେ ଅନୁଷ୍ଠିତ ହୋଇଥିଵା ସଭା ରେ ଅଧ୍ୟାପକ ସରୋଜ କୁମାର ଭୁଏ ଧନ୍ୟବାଦ ଅର୍ପଣ କରିଥିଲେ।

ଉକ୍ତ ପ୍ରତିଯୋଗିତାରେ ପ୍ରଥମ ହୋଇ ଥିବା ଦଳ ର ସୁଚରିତା, ରୁସ୍ନା, ପ୍ରଣିତା ଓ ଵେଦସ୍ମିନିଙ୍କୁ ଏକ ହଜାର ଟଙ୍କା ପୁରସ୍କାର, ଦ୍ଵିତୀୟ ହୋଇ ଥିବା ଦଳର ଶ୍ରବଣ, ଭେଙ୍କଟଶ୍ବର, ଧୀରେନ୍ ଓ ସିପୁନ୍ ଙ୍କୁ ଛଅ ଶହ ଟଙ୍କା ଓ ତୃତୀୟ ହୋଇଥିବା ଦଳର ଲିଙ୍କନ, କମଳ, ରିଙ୍କୁ ଓ ଆଦିତ୍ୟଙ୍କୁ ଚାରି ଶହ ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା।

କୁଇଜ୍ ପ୍ରତିଯୋଗିତା ନେହେରୁ ଯୁବ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026
Latest News

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଆତଙ୍କବାଦୀଙ୍କୁ ଗୁପ୍ତ ସୂଚନା ଯୋଗାଇବା ଅଭିଯୋଗ: ବହିଷ୍କୃତ ହେଲେ ଜମ୍ମୁ ଓ କାଶ୍ମୀର ସରକାର ତିନି କର୍ମଚାରୀ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.