Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୁବନେଶ୍ୱର ବାର୍ ଆସୋସିଏସନ ପକ୍ଷରୁ ଶପଥ ଗ୍ରହଣ ଉତ୍ସବ
ଆଞ୍ଚଳିକ

ଭୁବନେଶ୍ୱର ବାର୍ ଆସୋସିଏସନ ପକ୍ଷରୁ ଶପଥ ଗ୍ରହଣ ଉତ୍ସବ

March 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ବାର୍ ଆସୋସିଏସନ ପକ୍ଷରୁ ଓକିଲ ସଂଘର ବାର୍ ଆସୋସିଏସନ ହଲ୍ ନଂ-୧ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଶପଥ ଗ୍ରହଣ ଉତ୍ସବରେ ନବନିର୍ବାଚିତ ହୋଇଥିବା ସମସ୍ତ ନିର୍ବାଚିତ ପଦାଧିକାରୀଙ୍କୁ ଶପଥ କରାଇଥିଲେ ନିର୍ବାଚନ ଅଧିକାରୀ ଜଗନ୍ନାଥ ଦାସ, ଆଶିଷ ଦାସ, ସୁବାସ ଶତପଥୀ, ରାଜେନ୍ଦ୍ର ହୋତା, ସୌଭାଗ୍ୟ ଶଙ୍କର ଦେଓ।

ଆସୋସିଏସନ ସଭାପତି ଭାବେ ରବି ନାରାୟଣ ସାମନ୍ତରାୟ ନିର୍ବାଚିତ ହୋଇଥିବା ବେଳେ ରାଜକିଶୋର ଦାସ ସମ୍ପାଦକ, ଅଭିମନ୍ୟୁ ସ୍ୱାଇଁ ଉପସଭାପତି, ରାଜେନ୍ଦ୍ର କୁମାର ଦାସ ସହ ସମ୍ପାଦକ, ଅଶୋକ କୁମାର ବଡ଼ପଣ୍ଡା ଯୁଗ୍ମ୍ ସମ୍ପାଦକ, ଦିବାକର ମିଶ୍ର କୋଷାଧ୍ୟକ୍ଷ ଏବଂ କାର୍ଯ୍ୟକାରୀ ସଭ୍ୟ ରୂପେ ସବ୍ୟସାଚୀ ସୂତାର, କୁଳଦୀପ ରାଉତରାୟ, ଅବିନାଶ ମହାନ୍ତି, ଚିତ୍ରସେନ ଶ୍ରୀଚନ୍ଦନ, ଅଶୋକ କୁମାର ସାହୁ, ବିମଳ କେଶରୀ ଦାସ, ପ୍ରଦୀପ୍ତ କୁମାର ପାଲ, ଦିପ୍ତିରଞ୍ଜନ ଦଳାଇ, ଅମିତ୍ରା ସାହୁ, ବନ୍ଦିତା ସାମଲ ପ୍ରମୁଖ ନିର୍ବାଚିତ ହୋଇଛନ୍ତି । ଶପଥ ଗ୍ରହଣ ଉତ୍ସବକୁ ଜଗନ୍ନାଥ ଦାସ ପରିଚାଳନା କରିଥିଲେ। ସର୍ବଶେଷରେ ରାଜକିଶୋର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ଭୁବନେଶ୍ୱର ବାର୍ ଆସୋସିଏସନ ଶପଥ ଗ୍ରହଣ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026

ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ”

February 28, 2026
Latest News

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.