Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଗ୍ରାମୀଣ ମହିଳା ମହାବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଘାଟିତ
ଆଞ୍ଚଳିକ

ବାଣପୁର: ଗ୍ରାମୀଣ ମହିଳା ମହାବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଘାଟିତ

April 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆଜି ଛାତ୍ରୀ ମାନଙ୍କ ନିମନ୍ତେ ଆତ୍ମ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅଧ୍ୟକ୍ଷା ରଶ୍ମିତା ମହାନ୍ତିଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି। ଉକ୍ତ ଉଦ୍‌ଘାଟନ ଉତ୍ସବରେ ବରିଷ୍ଠ ଅଧ୍ୟାପକ ସର୍ବେଶ୍ୱର ଷଡଙ୍ଗୀ, ମନୋଜ କୁମାର ମହାପାତ୍ର, ଅଧ୍ୟାପିକା ସୁଚିତ୍ରା ଦାସ, କଲ୍ୟାଣୀ ବୈରୀଗଞ୍ଜନ, ରୋଜାଲିନ ଦାସ ପ୍ରମୁଖ ଯୋଗ ଦେଇ ଆତ୍ମ ରକ୍ଷା କୌଶଳ ସମ୍ପର୍କ ରେ ଛାତ୍ରୀମାନଙ୍କୁ ଦିଗଦର୍ଶନ ପ୍ରଦାନ କରିଥିଲେ।

ଶାରୀରିକ କ୍ରୀଡା ଶିକ୍ଷକ ବିଭୂଧେନ୍ଦୁ ମାନସିଂହଙ୍କ ତତ୍ୱାବଧାନରେ ଉକ୍ତ ଆତ୍ମରକ୍ଷା କୌଶଳ ଶିବିର ଦୀର୍ଘ ଆଠ ଦିନ ଧରି ଚାଲିବ ବୋଲି ମହାବିଦ୍ୟାଳୟ କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି।

ଏହି ଅବସରରେ ଓଡ଼ିଶା ସରକାରଙ୍କ ଦ୍ୱାରା ଉକ୍ତ ପ୍ରଶିକ୍ଷଣ ନିମନ୍ତେ ପ୍ରକାଶିତ ପୁସ୍ତକ ‘ରିଆକ୍ଟ’ ଛାତ୍ରୀମାନକୁ ବଣ୍ଟନ କରାଯାଇଥିଲା। ପରିଶେଷରେ ଶାରୀରିକ କ୍ରୀଡା ଶିକ୍ଷକ ଶ୍ରୀ ମାନସିଂହ ଧନ୍ୟବାଦ୍ ଅର୍ପଣ କରିଥିଲେ।

ଗ୍ରାମୀଣ ମହିଳା ମହାବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ୍ ସ୍ତରୀୟ ଉଲ୍ଲାସ ପାସ ସାର୍ଟିଫିକେଟ ବଣ୍ଟନ

August 7, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

୫ ଦଫା ଦାବିକୁ ନେଇ ନଳକୂପ ମିସ୍ତ୍ରୀ ଓ ପମ୍ପ ଚାଳକମାନଙ୍କର ବିଧାନସଭା ସମ୍ମୁଖରେ ଗଣଧାରଣା

August 10, 2026

ଆଜିଠାରୁ ୧୬ ତାରିଖ ମଧ୍ୟରେ ସବୁଠାରୁ ଶସ୍ତା ବିମାନ ଟିକେଟ୍ କ’ଣ?: ଜାଣନ୍ତୁ ତାଲିକା

August 10, 2026

ନବୋଦୟ ବିଦ୍ୟାଳୟ ଷଷ୍ଠ ଶ୍ରେଣୀରେ ନାମ ଲେଖା ପାଇଁ ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

August 10, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଶରଦ ପାୱାରଙ୍କ ସାଂସଦ: ସୁପ୍ରିୟା ସୁଲେ ମଧ୍ୟ ସାମିଲ

August 10, 2026

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.