Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»StateBoard»ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତିର ଶିକ୍ଷା ପରିଷଦ ବୈଠକ
StateBoard

ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତିର ଶିକ୍ଷା ପରିଷଦ ବୈଠକ

April 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତିର ଶିକ୍ଷା ପରିଷଦ ବୈଠକ

ଭୁବନେଶ୍ବର : ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତି ଓଡ଼ିଶାର ୨୦୨୨/୨୩ ଶିକ୍ଷା ବର୍ଷ ନିମନ୍ତେ ଦୁଇ ଦିନିଆ ଶିକ୍ଷା ପରିଷଦ ବୈଠକ କେଶବଧାମ୍ କଟକଠାରେ ଅନୁଷ୍ଠିତ ହୋଇଯାଇଅଛି । ଶିକ୍ଷା ବିକାଶ ସମିତିର ସଭାପତି ଡଃ କିଶୋର ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସାରା ପ୍ରାନ୍ତରୁ ୧୨୩ ଜଣ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଆଗାମୀ ଶିକ୍ଷା ବର୍ଷ ପାଇଁ ପାଠ୍ୟକ୍ରମ ଓ ବିଭିନ୍ନ କାର୍ଯ୍ୟକ୍ରମର ସିଦ୍ଧାନ୍ତ ଗ୍ରହଣ କରିଥିଲେ ।

ଶିକ୍ଷା ବିକାଶ ସମିତିର ସଂଗଠନମନ୍ତ୍ରୀ ରମାକାନ୍ତ ମହାନ୍ତ ଉଦଘାଟକ ଭାବରେ ଯୋଗ ଦେଇ ନୂତନ ଶିକ୍ଷାନୀତିକୁ ସଫଳତାରସହ କାର୍ଯ୍ୟକାରୀ କରିବାରେ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଭୂମିକା ଉପରେ ମାର୍ଗଦର୍ଶନ କରିଥିଲେ । ଶିକ୍ଷା ବିକାଶ ସମିତିର ପ୍ରାନ୍ତ ନିରୀକ୍ଷକ ତଥା ଶିକ୍ଷା ପରିଷଦର ପ୍ରାନ୍ତ ସଂଯୋଜକ ପ୍ରସନ୍ନ କୁମାର ବିଶ୍ବାଳଙ୍କ ସଂଯୋଜନାରେ ସହପ୍ରାନ୍ତ ସଂଯୋଜକ ଖଗେଶ୍ବର ଦାସ ଓ ସମସ୍ତ ପୂର୍ଣ୍ଣ କାଳୀନ କାର୍ଯ୍ଯକର୍ତ୍ତାଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା ।

ଓଡ଼ିଶାର ଦୁଇଜଣ ବରିଷ୍ଠ କାର୍ଯ୍ୟକର୍ତ୍ତା ଗୋବିନ୍ଦ ଚନ୍ଦ୍ର ମହାନ୍ତ ବିଦ୍ୟାଭାରତୀର ଅଖିଳ ଭାରତୀୟ ସଂଗଠନ ମନ୍ତ୍ରୀ ଓ ଶିକ୍ଷାବିତ୍ ଡଃ ବସନ୍ତ କୁମାର ପଣ୍ଡା ଉପାଧ୍ୟକ୍ଷ ଭାବରେ ନୂତନ ଦାୟିତ୍ୱ ଗ୍ରହଣ କରିଥିବାରୁ ଶିକ୍ଷା ପରିଷଦ ତରଫରୁ ଅଭିନନ୍ଦନ ଓ ସ୍ବାଗତ ଜ୍ଞାପନ କରାଯାଇଥିଲା । ସଂଗଠନ ମନ୍ତ୍ରୀ ରମାକାନ୍ତ ମହାନ୍ତଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ କାର୍ଯ୍ୟକ୍ରମ ସମାପନ ହୋଇଥିଲା ।

ବିଦ୍ୟାଭାରତୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026
Latest News

ହୀରାକୁଦ ଜଳଭଣ୍ଡାର ଓ ମହାନଦୀ ପରିଦର୍ଶନ କଲେ ମହାନଦୀ ଟ୍ରିବ୍ୟୁନାଲ ଟିମ୍

February 28, 2026

ଅଣକ୍ୟାଡ଼ର ପବ୍ଲିକ୍ ପ୍ରସିକ୍ୟୁଟରମାନଙ୍କ ତାଲିମ କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ଆଇନ ମନ୍ତ୍ରୀ

February 28, 2026

ଆଜି ଫେବୃୟାରୀ ୨୮ ତାରିଖ ଶନିବାରରେ ଏହି ରାଶିଗୁଡିକ ପାଇଁ ରହିଛି ଧନ ବର୍ଷା

February 28, 2026

ଅଭିନେତା ବିଜୟଙ୍କ ଭଙ୍ଗିବ ପ୍ରାୟ ୨୭ ବର୍ଷର ବୈବାହିକ ସମ୍ପର୍କ?: ଛାଡପତ୍ର ପାଇଁ ଆବେଦନ କଲେ ପତ୍ନୀ

February 27, 2026

୨୦୦୨ ଏବଂ ୨୦୨୫ ଭୋଟର ତାଲିକାର ଏସଆଇଆର ମ୍ୟାପିଂ

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.