Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଗଡିଲା ଶିକ୍ଷା ସଚେତନତା ରଥ
ଆଞ୍ଚଳିକ

ବାଣପୁରରେ ଗଡିଲା ଶିକ୍ଷା ସଚେତନତା ରଥ

April 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଆଜି ଶିକ୍ଷା ସଚେତନତା ରଥ ଗଡିଛି। ଉକ୍ତ ରଥକୁ ବାଣପୁର ବିଡ଼ିଓ ପ୍ରଦ୍ୟୁମ୍ନ ନାୟକ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ବାଣପୁର ବିଇଓଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ଉକ୍ତ ରଥଟି ବାହାରି ଏନଏସି, ଭୀମପୁର ଏବଂ ପଦନପୁର ଆଦି ତିନି ଗୋଟି କ୍ଲଷ୍ଟର ଅତିକ୍ରମ କରିଛି।

ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁଣି ବିଦ୍ୟାଳୟ ମୁହାଁ କରିବା ପାଇଁ ସଚେତନତାର ବାର୍ତ୍ତା ନେଇ ଉକ୍ତ ରଥ ପରିକ୍ରମା କରୁଛି। କରୋନା ସମୟରେ ଦୀର୍ଘ ଦୁଇ ବର୍ଷ ଧରି ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ବନ୍ଦ ଥିବାରୁ ମୁଖ୍ୟତଃ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଏକରକମର ବିଦ୍ୟାଳୟରୁ ମୁହଁ ଫେରାଇଦେଇଥିବାରୁ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବ୍ଲକରେ ଏପରି ପଦକ୍ଷେପ ହାତକୁ ନିଆଯାଇଛି।

ତେବେ ଆସନ୍ତା ସାତ ଦିନ ପର୍ଯ୍ୟନ୍ତ ଏହି ରଥ ବାଣପୁର ବ୍ଲକର ସମସ୍ତ ୧୨ ଗୋଟି କ୍ଲଷ୍ଟର ପରିକ୍ରମା କରିବ ବୋଲି ବିଇଓ ସନାତନ ଜାଲି କହିଛନ୍ତି। ତତସହିତ ଉକ୍ତ ଅଭିଯାନ ଅନ୍ତର୍ଗତ ଛାତ୍ରଛାତ୍ରୀଙ୍କ ଅଭିଭାବକମାନଙ୍କୁ ନିଜ ପିଲାମାନଙ୍କୁ ପୁନଶ୍ଚ ବିଦ୍ୟାଳୟକୁ ପଠାଇବା ପାଇଁ ଅନୁରୋଧ କରାଯାଉଛି।

ଉକ୍ତ କାର୍ଯ୍ୟକ୍ରମରେ ବ୍ଲକ ବିଇଓ ସନାତନ ଜାଲି, ବ୍ଲକର ସମସ୍ତ ବିଆରସିସି, ସିଆରସିସି, ଏବିଇଓ, ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ ଏବଂ ଛାତ୍ରଛାତ୍ରୀ ମାନେ ସାମିଲ ଥିଲେ।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଆଇଏସଆଇ-ସମର୍ଥିତ ‘ଶହଜାଦ ଭଟ୍ଟି ନେଟୱର୍କ’ ଧ୍ୱଂସ: ୨୦୦ରୁ ଅଧିକ ଗିରଫ

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.