Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା: ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ସଂଘ ବୈଠକ
ଆଞ୍ଚଳିକ

ଖୋର୍ଦ୍ଧା: ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ସଂଘ ବୈଠକ

April 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଦିବ୍ୟାଙ୍ଗଙ୍କ ଶିକ୍ଷା ପାଇଁ ଚ଼େଷ୍ଟିତ “ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ, ଖୋର୍ଦ୍ଧା ଜିଲ୍ଲା”ର ବୈଠକ ଆଜି ମା’ ବରୁଣେଈଙ୍କ ପୀଠରେ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଉପସଭାପତି ରୌପ୍ୟରଞ୍ଜନ ସାମନ୍ତରାୟଙ୍କ ଉପସ୍ଥିତିରେ ଜିଲ୍ଲା ସଭାନେତ୍ରୀ ଏଲୋରା ପ୍ରିୟଦର୍ଶିନୀ, ଉପସଭାପତି ଦେବାଶିଷ ପତି, ସମ୍ପାଦିକା ଶୁଭ୍ରାଙ୍ଗୀ ପ୍ରିୟବାଦିନୀ, ସଂଯୋଜକ ବିଶ୍ବବିଜୟୀ ଦାଶ, ସହ ସଂଯୋଜକ ସୁଶିଲ କୁମାର ସାହୁ, ଯୁଗ୍ମ ସମ୍ପାଦକ ଅଶ୍ବିନୀ ମୁଦୁଲି, ଆଇଟି ସେଲ ସଂଯୋଜକ ପ୍ରିୟଙ୍କା ପ୍ରିୟଦର୍ଶିନୀଙ୍କୁ ମନୋନୀତ କରାଗଲା।

ଜିଲ୍ଲାର ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀମାନେ ସଂଘର ସଦସ୍ୟତା ଗ୍ରହଣ କରିଥିଲେ।RPWD ଆଇନ ଓ ସୁପ୍ରିମକୋର୍ଟଙ୍କ ଆଦେଶ ମୁତାବକ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ମୁଖ୍ୟ ଶାସନ ସଚ଼ିବ ଓ ବିଦ୍ୟାଳୟ ଗଣଶିକ୍ଷା ସଚ଼ିବଙ୍କୁ ସଂଘ ତରଫରୁ ବିନମ୍ର ଅନୁରୋଧ କରାଯାଇଥିଲା।

ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ସଂଘ ଖୋର୍ଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.