Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ
ଆଞ୍ଚଳିକ

ବାଣପୁର: ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ତାଲିମ ଶିବିର ଉଦଯାପିତ

April 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଗମ୍ଭାରୀମୁଣ୍ଡା ସ୍ଥିତ ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଛାତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଆତ୍ମରକ୍ଷା କୌଶଳ ତାଲିମ ଶିବିର ଆଜି ଉଦଯାପିତ ହୋଇଯାଇଛି। ଗତ ୧୮ ତାରିଖ ଦିନ ମହାବିଦ୍ୟାଳୟ ପରିସରରେ ଉଦଘାଟିତ ହୋଇଥିବା ଉକ୍ତ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ, ଅଧ୍ୟାପକ ପ୍ରହଲ୍ଲାଦ ଜେନା, ନୀଳମଣି ଘଡ଼ାଇ, ପ୍ରଦୀପ ଶତପଥି, ପ୍ରଶାନ୍ତ କୁମାର ହୋତା, ରାମକୃଷ୍ଣ ପାଲଟାସିଂହ, ମଧୁସୂଦନ ଜେନା, ବସନ୍ତ କୁମାର ଛାଟୋଇ ପ୍ରମୁଖ ଅଂଶଗ୍ରହଣ କରିଥିଲେ ଓ ସଂଯୋଜିକା ଅଧ୍ୟାପିକା ଗୀତାଞ୍ଜଳି ବିଶ୍ୱାଳ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

https://thesamikhsya.com/odia/wp-content/uploads/2022/04/WhatsApp-Video-2022-04-26-at-11.22.33.mp4

ଆଜିର ଉଦଯାପନୀ ଦିବସରେ ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ ଛାତ୍ରୀମାନଙ୍କୁ ଆତ୍ମରକ୍ଷା କୌଶଳର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ପ୍ରଶିକ୍ଷିକା ସୁନିତା ବେହେରା ଛାତ୍ରୀମାନଙ୍କୁ ଆତ୍ମରକ୍ଷାର ବିଭିନ୍ନ କୌଶଳ ଗୁଡ଼ିକ ପ୍ରଦର୍ଶନ କରିଥିଲେ। ପରିଶେଷରେ ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ ଓ ସଂଯୋଜିକା ଗୀତାଞ୍ଜଳି ବିଶ୍ୱାଳ ଛାତ୍ରୀ ମାନଙ୍କୁ ପ୍ରଶିକ୍ଷଣର ପ୍ରମାଣ ପତ୍ର ପ୍ରଦାନ କରିଥିଲେ।

ଆତ୍ମରକ୍ଷା କୌଶଳ ତାଲିମ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026
Latest News

୩୦ ବର୍ଷ ବୟସ ପରେ କେଉଁ ସ୍ୱାସ୍ଥ୍ୟ ପରୀକ୍ଷା ଜରୁରୀ? ଜାଣନ୍ତୁ କେଉଁ ଟେଷ୍ଟ କେବେ କରିବେ

September 27, 2026

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.