Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୁବନେଶ୍ୱର ମୁରବୀ ତଥା ସମାଜସେବୀଙ୍କ ପରଲୋକ
ଆଞ୍ଚଳିକ

ଭୁବନେଶ୍ୱର ମୁରବୀ ତଥା ସମାଜସେବୀଙ୍କ ପରଲୋକ

April 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ମୁରବୀ ତଥା ସମାଜସେବୀଙ୍କ ପରଲୋକ

ଭୁବନେଶ୍ୱର : ଭୁବନେଶ୍ୱରର ପୁରୁଣା ମୁରବୀ ତଥା ସମାଜସେବୀ ହରିହର ବରିଶଲଙ୍କ ୭୪ ବର୍ଷ ବୟସରେ ପରଲୋକ ଘଟିଛି । ସେ କିଛି ଦିନ ହେଲା ଅସୁସ୍ଥଥିଲେ । ତାଙ୍କର ମୃତ୍ୟୁ ହେବା ପରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ସେ ବଡ଼ଗଡ଼, ବ୍ରହ୍ମେଶ୍ୱର ଓ ଆଖପାଖ ଅଂଚଳର ମୁରବୀ ଥିଲେ । ଟଙ୍କପାଣି ରୋଡ଼୍ ବ୍ୟବସାୟୀ ସଂଘର ଦିର୍ଘ ବର୍ଷ ସଭାପତି ଭାବେ କାର୍ଯ୍ୟ ସମ୍ପାଦନ କରିବା ଜଗନ୍ନାଥ ଆଶ୍ରମର ସଭାପତି ଭାବେ କାର୍ଯ୍ୟ କରିବା ସହ ସମାଜସେବାରେ ଜଡ଼ିତଥିଲେ ।

ସେ ମେଳାପି ଓ ମିଷ୍ଠଭାସୀ ଯୋଗୁଁ ସେ ସମସ୍ତଙ୍କ ଆଦର ପାଲଟିଥିଲେ । ତାଙ୍କର ମୃତ୍ୟୁ ପରେ ବିଧାୟକ ସୁରେଶ କୁମାର ରାଉତରାୟ, କର୍ପୋରେଟର ସନ୍ତୋଷ ସିଂ, ପୂର୍ବତନ କର୍ପୋରେଟର ପ୍ରତାପ ଜେନା, ପୁଷ୍ପା ଦାସ, ଟଙ୍କପାଣି ରୋଡ଼୍ ବ୍ୟବସାୟୀ ସଂଘର ସଭାପତି ଗୋଲକ ଦାସ, ସମସ୍ତ ସଦସ୍ୟ ଓ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇ ଶେଷ ଦର୍ଶନ ରିବା ସହ ଶୋକବ୍ୟକ୍ତ କରିଛନ୍ତି । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କୁ ଅନ୍ତିମ ସଂସ୍କାର କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍ ଦଣ୍ଡ

June 20, 2026

ରାଷ୍ଟ୍ରପତିଙ୍କ ଗାଁ ପାହାଡପୁରରେ ପ୍ରଧାନମନ୍ତ୍ରୀ, ପୂଜାପାଠ ସହିତ ଗାଁ ବୁଲିଲେ ମୋଦି

June 20, 2026

ମାତ୍ର ୫ ଦିନରେ ୧.୪୫ କୋଟି ଖର୍ଚ୍ଚ! ମହାନଦୀ ଟ୍ରିବ୍ୟୁନାଲ ଗସ୍ତକୁ ନେଇ ଚର୍ଚ୍ଚା

June 20, 2026

ମୋଦି ସରକାରଙ୍କୁ ପ୍ରଶଂସା କଲେ ମହୁଆ ମୋଇତ୍ରା: ଏବେ ଦଳ ଛାଡିବେ କି ଟିଏମସି ସାଂସଦ?

June 20, 2026

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ, ପ୍ରଧାନମନ୍ତ୍ରୀ ମୋଦି ଜଣାଇଲେ ଶୁଭେଚ୍ଛା, କହିଲେ..

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.