Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲିଅନ୍ତା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜନଶୁଣାଣି, ୫୭ ଟି ଅଭିଯୋଗର ତତ୍କାଳ ଫଇସଲା
ଆଞ୍ଚଳିକ

ବାଲିଅନ୍ତା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜନଶୁଣାଣି, ୫୭ ଟି ଅଭିଯୋଗର ତତ୍କାଳ ଫଇସଲା

May 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାର ବାଲିଅନ୍ତା ବ୍କକ ଗସ୍ତ କରି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍କକର ବିଭନ୍ନ ଅଂଚଳରୁ ଆସିଥିବା ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଛନ୍ତି । ଏହି କାର‌୍ୟ୍ୟକ୍ରମରେ ୨୦୮ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ।

ତନ୍ମଧ୍ୟରୁ ୨୦୨ ଟି ବ୍ୟକ୍ତିଗତ ସମସ୍ୟା ଓ ୬ ଟି ସାମୁହିକ ସମସ୍ୟା ସଂପର୍କିତ ଥିଲା । ୫୭ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲାବେଳେ ଅବଶିଷ୍ଟ ଦରଖାସ୍ତ ଗୁଡିକ ସଂପର୍କରେ ତୁରନ୍ତ ଫଇସଲା କରି ୧୫ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ବିବରଣୀ ପ୍ରଦାନ କରିବାକୁ ଜିଲ୍ଲାପାଳ ସଂପୃକ୍ତ ପଦାଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଗୃହୀତ ଅଭିଯୋଗ ଗୁଡିକ ମୁଖ୍ୟତଃ ବ୍ଲକ, ତହସିଲ, ଗ୍ରାମ୍ୟ ଉନ୍ନୟନ , ଶିକ୍ଷା ବିଭାଗ ଓ ପାନୀୟ ଜଳ ଯୋଗାଣ ସଂପର୍କିତ ଥିଲା । ଏହି ଜନ ଅଭିଯୋଗ ଶୁଣାଣି କାର‌୍ୟ୍ୟକ୍ରମରେ ଆର୍ଥିକ ସ୍ୱଚ୍ଛଳ ନଥିବା, ଅସହାୟ ତଥା ନିତାନ୍ତ ସହାୟତା ଆବଶ୍ୟକ କରୁଥିବା ୪୬ ଜଣ ହିତାଧିକାରୀଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ମୋଟ ୨ ଲକ୍ଷ ୨୯ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।

ଏହି ଅବସରରେ ୫-ଟି ଅଧିନରେ ରୂପାନ୍ତରୀକରଣ ପରିପ୍ରେକ୍ଷୀରେ ୩୭ ଟି ହାଇସ୍କୁଲକୁ ଜମିପଟ୍ଟା ପ୍ରଦାନ କରାଯାଇଥିଲା । ପ୍ରାରମ୍ଭରେ ଜିଲ୍ଲାପାଳ ‘ସ୍ୱଚ୍ଛ ଭାରତ ମିଶନ’ ରେ ଆବର୍ଜନା ସଂଗ୍ରହ ପାଇଁ ବ୍ଲକର ୧୬ ଟି ପଂଚାୟତକୁ ୧୬ ଟି ଟ୍ରଲି ଯାନ ବ୍ୟବହାର ପାଇଁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ୨ ଜଣ ଭିନ୍ନକ୍ଷମ ହିତାଧିକାରୀଙ୍କୁ ତିନିଚକିଆ ଯାନ ସହାୟତା ଉପକରଣ ପ୍ରଦାନ କରାଯାଇଥିଲା ।

ଖୋର୍ଦ୍ଧା ଜିଲ୍ଲାପାଳ ଜନଶୁଣାଣି ସଂଗ୍ରାମ କେଶରୀ ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ପଥପ୍ରାନ୍ତ ନାଟକ

October 2, 2026

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026
Latest News

ପାକ୍ ଆତଙ୍କବାଦୀଙ୍କ ସହ ବେଆଇନ ଅସ୍ତ୍ର କାରବାର ଅଭିଯୋଗରେ କର୍ଣ୍ଣାଟକ ଯୁବକ ଗିରଫ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026

ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନର ନେତୃତ୍ୱ ନେଲେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ

October 4, 2026

ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.