Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଗୁରୁତର ଯୁବକଙ୍କୁ କ୍ଷତିପୂରଣ ଦାବିରେ ବିଦ୍ୟୁତ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ
ଆଞ୍ଚଳିକ

ବାଣପୁର: ଗୁରୁତର ଯୁବକଙ୍କୁ କ୍ଷତିପୂରଣ ଦାବିରେ ବିଦ୍ୟୁତ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

May 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅର୍ନ୍ତଗତ ରତନପୁର ଗ୍ରାମରେ ଆଜି ସକାଳେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। କିଛି ବିଦ୍ୟୁତ କର୍ମଚାରୀଙ୍କୁ ଗ୍ରାମବାସୀ ଦୀର୍ଘ ସମୟ ଧରି ଅଟକ ରଖିଛନ୍ତି ଏବଂ ପରବର୍ତ୍ତୀ ସମୟରେ ପୋଲିସର ହସ୍ତକ୍ଷେପ ପରେ ତାଙ୍କୁ ଅଟକମୁକ୍ତ କରିଥବାର ଜଣାପଡିଛି।

ସୂଚନା ମୁତାବକ ଗତ ୧୪ ତାରିଖରେ ଉକ୍ତ ଗ୍ରାମର ଗୋଲଖ ବେହେରା ନାମକ ଜଣେ ଯୁବକ ସେହି ଗ୍ରାମର ଜଣେ ଯୁବକ ବିଦ୍ୟୁତ ଟ୍ରାନ୍ସଫର୍ମରରେ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ ଯେଉଁଥିରେ ତାଙ୍କ ବାମ ହାତ ସଂପୂର୍ଣ୍ଣ ଜଳିଯାଇଥିବା ବେଳେ ଡାହାଣ ହାତର ମଧ୍ୟ ଅନେକ ଅଂଶ ନଷ୍ଟ ହୋଇଯାଇଛି।

ଟେବେ ଟ୍ରାନ୍ସଫର୍ମରର ଚତୁଃପାର୍ଶ୍ୱରେ ସୁରକ୍ଷା ପାଚେରି ନଥିବା ଯୋଗୁଁ ଏଭଳି ଘଟଣା ଘଟିଲା ବୋଲି ଗ୍ରାମବାସୀ ଅଭିଯୋଗ କରିଥିଲେ। ଅଭିଯୋଗକୁ ଗୁରୁତ୍ୱ ଦେଇ ଆଜି ସକାଳେ ବିଦ୍ୟୁତ ବିଭାଗର କର୍ମଚାରୀମାନେ ଟ୍ରାନ୍ସଫର୍ମରର ଚତୁଃପାର୍ଶ୍ୱରେ ତାର ପକାଇବା ପାଇଁ ଯାଇଥିବା ବେଳେ ଉତ୍ୟକ୍ତ ଗ୍ରାମବାସୀ ସେମାନଙ୍କୁ ଅଟକ ରଖିଥିଲେ।

ଆହତ ଗୋଲଖଙ୍କୁ କ୍ଷତିପୂରଣ ଦାବିରେ ତାଙ୍କ ପରିବାରବର୍ଗ ଏବଂ ଗ୍ରାମବାସୀ ମାନେ ବିଦ୍ୟୁତ କର୍ମଚାରୀଙ୍କୁ ଦୀର୍ଘ ସମୟ ଧରି ଅଟକ ରଖିଥିଲେ। ଖବର ପାଇ ବାଣପୁର ଅତିରିକ୍ତ ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଗ୍ରାମବାସିଙ୍କୁ ବୁଝାସୁଝା କରିବା ପରେ ସେମାନେ ବିଦ୍ୟୁତ କର୍ମଚାରୀଙ୍କୁ ଅଟକମୁକ୍ତ କରିଥିଲେ।

କ୍ଷତିପୂରଣ ଦାବି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026

ଚିଲିକା ବ୍ଲକରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

September 21, 2026

ପୋଖରୀ ପାଣିରେ ବୁଡ଼ି ନାବାଳିକାର ମୃତ୍ୟୁ

September 21, 2026
Latest News

ପ୍ରବଳ ବର୍ଷାକୁ ଦେଖି ପରିବହନ ଆୟୁକ୍ତଙ୍କ ବୈଠକ, ଆବଶ୍ୟକ ପଡିଲେ ଗାଡିଚଳାଚଳ ବନ୍ଦ ରଖିବାକୁ ନିର୍ଦ୍ଦେଶ

September 23, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍ ଧକ୍କାରେ ଦମ୍ପତି ମୃତ

September 23, 2026

୨୮ ବର୍ଷ ପରେ ଭାରତକୁ ମିଳିଲା ପଦକ: ଏସୀୟ କ୍ରୀଡ଼ାରେ ରୌପ୍ୟ ଜିତିଲେ ମୀରାବାଇ ଚାନୁ

September 23, 2026

ମେଘାଳୟରେ ୟୁଡିପି କୁ ଝଟକା: ୧୨ ବିଧାୟକଙ୍କ ମଧ୍ୟରୁ ୮ ବିଧାୟକ ବିଜେପିରେ ସାମିଲ

September 23, 2026

ବିଶ୍ୱ ଗୋଲାପ ଦିବସରେ କର୍କଟ ରୋଗ ସଚେତନତା କାର୍ଯ୍ୟକ୍ରମ

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.