Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରୋଟାରୀ କ୍ଲବ୍ ଅଫ୍ ଫେଲୋସିପ୍ ଭୁବନେଶ୍ବର ପକ୍ଷରୁ ଚାର୍ଟର୍ ପ୍ରେଜେଣ୍ଟେସନ୍ ଓ ପ୍ରଥମ ପ୍ରତିଷ୍ଠା ସମାରୋହ
ଆଞ୍ଚଳିକ

ରୋଟାରୀ କ୍ଲବ୍ ଅଫ୍ ଫେଲୋସିପ୍ ଭୁବନେଶ୍ବର ପକ୍ଷରୁ ଚାର୍ଟର୍ ପ୍ରେଜେଣ୍ଟେସନ୍ ଓ ପ୍ରଥମ ପ୍ରତିଷ୍ଠା ସମାରୋହ

May 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସ୍ଥାନୀୟ ନୟାପଲ୍ଲୀସ୍ଥିତ ଉତ୍କଳ ଚାମ୍ବର୍ ଅଫ୍ କମର୍ସର ସମ୍ମିଳନୀ କକ୍ଷରେ ରୋଟାରୀ କ୍ଲବ୍ ଅଫ୍ ଫେଲୋସିପ୍ ଭୁବନେଶ୍ବର ପକ୍ଷରୁ ଚାର୍ଟର୍ ପ୍ରେଜେଣ୍ଟେସନ୍ ଓ ପ୍ରଥମ ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଗତ ବୁଧବାର ସଂଧ୍ୟାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ବନ୍ଦେ ଉତ୍କଳ ଜନନୀ ଗାନ ସହିତ ଆରମ୍ଭ ହୋଇଥିଲା ଓ ପରେ ରୋଟାରୀର ପ୍ରତିଷ୍ଠାତା ପଲ୍ ପି. ହାରିସଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।

ଏହାପରେ ଡିଷ୍ଟ୍ରିକ୍ଟ ଗଭର୍ଣ୍ଣର୍ ଶାନ୍ତନୁ କୁମାର ପାଣି ଚାର୍ଟର୍ ପ୍ରେସିଡେଣ୍ଟ୍ ବିମ୍ବାଧର ବେହେରାଙ୍କୁ ଚାର୍ଟର୍ ସାର୍ଟିଫିକେଟ୍ ପ୍ରଦାନ କରିଥିଲେ।

ସମାରୋହରେ ନୂତନ କ୍ଲବ୍ ଉପଦେଷ୍ଟା ସୌମ୍ୟରଂଜନ ମିଶ୍ର, ଚାର୍ଟର୍ ସେକ୍ରେଟାରୀ ଗିରୀଶ ପ୍ରସାଦ ମିଶ୍ର, ରୋଟାରିଆନ୍ ନରେନ୍ଦ୍ର କୁମାର ମିଶ୍ର, ଅଶ୍ବିନୀ କର, ରବିନାରାୟଣ ନନ୍ଦ, ଶିବବ୍ରତ ରଥ, ପ୍ରବୁଦତ୍ତ ସୁବୁଦ୍ଧି, ଜୟଶ୍ରୀ ମହାନ୍ତି, ଡିଷ୍ଟ୍ରିକ୍ଟ ସେକ୍ରେଟାରୀ ଜେନେରାଲ୍ ମନୋଜ କୁମାର ତ୍ରିପାଠୀ, ଶିବ ପ୍ରସାଦ ଦାସ୍ ଙ୍କ ସମେତ ବହୁ ଗଣମାଧ୍ୟମ ପ୍ରତିନିଧି ସାମିଲ୍ ହୋଇଥିଲେ।

ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ରାଜ୍ୟରେ ଆହୁରୀ ୭ ଦିନ ବର୍ଷା!

July 11, 2026
Latest News

ଟ୍ରମ୍ଫଙ୍କ ହତ୍ୟା ପାଇଁ ପୁରସ୍କାର ଘୋଷଣା କଲା ଇରାନ ସମର୍ଥିତ ଇରାକୀ ଆତଙ୍କବାଦୀ ସଂଗଠନ

July 17, 2026

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026

ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଭାରତ ବନାମ ଇଂଲଣ୍ଡ ତୃତୀୟ ODIରୁ ବାଦ ପଡ଼ିବେ ଏହି ଖେଳାଳି 

July 17, 2026

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.