Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ: ବଜ୍ରାଘାତରେ ମତ୍ସ୍ୟଜୀବୀଙ୍କ ପ୍ରାଣହାନୀ
ଆଞ୍ଚଳିକ

ନାଚୁଣୀ: ବଜ୍ରାଘାତରେ ମତ୍ସ୍ୟଜୀବୀଙ୍କ ପ୍ରାଣହାନୀ

May 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ନାଚୁଣୀ: ବଜ୍ରାଘାତରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାମ ନାରାୟଣ ବେହେରା (୫୮)। ଘର ବାଣପୁର ଥାନା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ନଈରୀ ଗ୍ରାମରେ।

ନାରାୟଣ ବେହେରା ନିଜ ଗ୍ରାମରେ ବସିଥିଵା ବେଳେ ବଜ୍ରାଘାତ ହୋଇଥିଲା। ଫଳରେ ଘଟଣା ସ୍ଥଳରେ ସେ ଗୁରୁତର ହୋଇ ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

କାଳବୈଶାଖୀ ବଜ୍ରାଘାତ ବାଣପୁର ମତ୍ସ୍ୟଜୀବୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026

ଶକ୍ତିପୀଠରେ ଗହ୍ମା ପର୍ବ: ମା’ ଭଗବତୀଙ୍କ ‘ଗହ୍ମାଡ଼ିଆଁ’ ନୀତି ନିଆରା ପରମ୍ପରା

August 29, 2026

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟଠାରେ ସଂସ୍କୃତ ଶିକ୍ଷଣ କେନ୍ଦ୍ର ଉଦଘାଟିତ୍

August 28, 2026
Latest News

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ବିକ୍ରମ ପଣ୍ଡାଙ୍କୁ ଓଡ଼ିଶା ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ

August 31, 2026

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ: ପଶ୍ଚିମ ଓଡ଼ିଶା ପାଇଁ ରେଡ୍‌ ଆଲର୍ଟ

August 31, 2026

“ଆମେ କ୍ଷମତାକୁ ଆସିବା ମାତ୍ରେ ୟୁସିସିକୁ ଉଚ୍ଛେଦ କରିବୁ”: କଂଗ୍ରେସର ବଡ଼ ଦାବି

August 31, 2026

CJPକୁ ବଡ଼ ଆଶ୍ବସ୍ତି: ପଦଯାତ୍ରା ରୋକିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

August 31, 2026

ମ୍ୟାଲେରିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.