Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ରେଳ ଓଭରବ୍ରିଜ ଉପରେ କାର-ବାଇକ ମୁହାଁମୁହିଁ: ଦୁଇ ଗୁରୁତର
ଆଞ୍ଚଳିକ

ବାଲୁଗାଁ ରେଳ ଓଭରବ୍ରିଜ ଉପରେ କାର-ବାଇକ ମୁହାଁମୁହିଁ: ଦୁଇ ଗୁରୁତର

May 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ବାଣପୁର-ବାଲୁଗାଁ ରେଳ ଓଭରବ୍ରିଜ ଉପରେ ଏକ କାର ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଫଳରେ ୨ ଜଣ ଗୁରୁତର ହୋଇଛନ୍ତି।

ସୂଚନା ମୁତାବକ ଆଜି ରାତ୍ର ୮ ଘଟିକା ସମୟରେ ବାଣପୁର ଆଡୁ ବାଲୁଗାଁ ଯାଉଥିବା ଏକ ହୁଣ୍ଡାଇ କାରଟି ରେଳ ଓଭରବ୍ରିଜ ଉପରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକରେ ଥିବା ୨ ଯୁବକ ଗୁରୁତର ଭାବେ ଆହତ ହୋଇଥିବା ବେଳେ ବାଇକଟି ଭାଙ୍ଗିରୁଜି ଯାଇଛି।

ଖବର ପାଇ ବାଲୁଗାଁ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଆହତଙ୍କୁ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିବା ବେଳେ କାର ଡ୍ରାଇଭରକୁ ଅଟକ ରଖି ତଦନ୍ତ ଜାରି ରଖିଛି।

ଦୁଇ ଗୁରୁତର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026
Latest News

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026

ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ବାଚସ୍ପତି ଓ ବିଧାନସଭା ସଚିବଙ୍କୁ ହାଇକୋର୍ଟଙ୍କ ନୋଟିସ୍, ୨୯ରେ ପରବର୍ତ୍ତୀ ଶୁଣାଣି

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.