Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କାଳବୈଶାଖିରେ ବ୍ୟାପକ କ୍ଷୟକ୍ଷତି
ଆଞ୍ଚଳିକ

କାଳବୈଶାଖିରେ ବ୍ୟାପକ କ୍ଷୟକ୍ଷତି

May 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ନାକଟିଦେଉଳ ବ୍ଲକ୍ ରେ ଗତକାଲି ରାତିରେ କାଳବୈଶାଖିରେ ଗାଁ ମାନଙ୍କରେ ବ୍ୟାପକ କ୍ଷୟକ୍ଷତି ହୋଉଥିବା ଜଣାପଡ଼ିଛି।

ପ୍ରକାଶ ଯେ, ଗତକାଲି ରାତି ୮ ଟାରେ ନାକଟିଦେଉଳ ବ୍ଲକ୍ ର ନାକଟିଦେଉଳ, ଗୋଧିଢ଼ିପ, ସରାପାଲି, କତରାପାଲି, ବାଟଗାଁ, ସାହେବୀ, ହିତସରା, ବଳମ୍, କିସିଣ୍ତା, ଗିରିଶ୍ଚନ୍ଦ୍ରପୁର, ଉପରମୁଣ୍ଡା ଆଦି ଗାଁ ମାନଙ୍କରେ କାଳବୈଶାଖି ଯୋଗୁଁ ଛପର ଉଡ଼ିଯିବା ସହ ବ୍ୟାପକ କ୍ଷତି ହୋଇଥିବା ସୂଚନା ମିଳିଛି। ସରାପାଲି ସରପଞ୍ଚ, ନାକଟିଦେଉଳ ସରପଞ୍ଚ କ୍ଷତିଗ୍ରସ୍ତ ପରିବାରକୁ ସାକ୍ଷାତକରି ସରକାରଙ୍କ ତରଫରୁ କ୍ଷତିପୁରଣ ଯୋଗାଇଦିଆଯିବ ବୋଲି ପ୍ରକାଶ କରିଛନ୍ତି।

ପବନର ବେଗ ଏତେ ପ୍ରଖର ଥିଲା ଯେ, ଘରର ଆଜବେଷ୍ଟସ୍ ଉଡ଼ାଇନେଇଛି। ବିଦ୍ୟୁତ୍ ସରୋବରାହ ଗତକାଲି ଠାରୁ ବନ୍ଦ ରହିଥିଲା। କିନ୍ତୁ ଯୁଦ୍ଧକାଳୀନ ଭିତିରେ ବିଦ୍ୟୁତ୍ ବିଭାଗ, ଦମକଳବାହିନୀ ଗଛ ସବୁ କାଟିବା ପରେ ବିଦ୍ୟୁତ୍ ସରୋବରାହ ସ୍ବାଭାବିକ୍ ହୋଇଥିଲା।

କାଳବୈଶାଖି ବ୍ୟାପକ କ୍ଷୟକ୍ଷତି
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.