Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: କାର୍ ଧକ୍କାରେ ଆଇନଜୀବିଙ୍କ ସମେତ ୨ ଗୁରୁତର
ଆଞ୍ଚଳିକ

ଟାଙ୍ଗୀ: କାର୍ ଧକ୍କାରେ ଆଇନଜୀବିଙ୍କ ସମେତ ୨ ଗୁରୁତର

May 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: କାର୍ ଧକ୍କାରେ ଆଇନଜୀବିଙ୍କ ସମେତ ୨ ଜଣ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ସ୍ଥାନରୁ ଗୁରୁତର ଦ୍ୱୟଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି।

ମିଳିଥିବା ଖବର ଅନୁଯାୟୀ, ନୂଆପଡା ଗ୍ରାମର ରାଧା ମୋହନ ସୁନ୍ଦରାୟ (୫୦) ପେଷାରେ ଜଣେ ଆଇନଜୀବି। ସେ ତାଙ୍କ ସହଯୋଗୀ ଚାନ୍ଦପୁର ଥାନା ବନ୍ଧପଲା ଗ୍ରାମର ଧୀରେନ୍ଦ୍ର କୁମାର ପ୍ରଧାନ (୪୮) ଙ୍କ ସହିତ କାମ ଶେଷ କରି ବାଇକ ଯୋଗେ ରଣପୁର କୋର୍ଟରୁ ଫେରୁଥିଲେ। କିନ୍ତୁ ନୂଆପଡା ଛକରେ ଉଭୟଙ୍କୁ ଗୋଟିଏ କାର ଧକ୍କା ଦେଇଥିଲା। ଫଳରେ ସେଠାରେ ସେମାନେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

ଆଇନଜୀବି କାର୍ ଧକ୍କା ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

August 3, 2026

ଓଡ଼ିଶାରେ ଜିଓର ଏକ କୋଟି ୮୯ ଲକ୍ଷରୁ ଉର୍ଦ୍ଧ୍ବ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଗ୍ରାହକ

August 3, 2026

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର, କେବେ ବି ଖାଆନ୍ତୁ ନାହିଁ ଏହି ଜିନିଷ

August 3, 2026

Rashifal: ଶ୍ରାବଣ ମାସର ପ୍ରଥମ ସୋମବାରରେ ଏହି ରାଶି ପ୍ରତି ମହାଦେବଙ୍କର ରହିଛି ଆର୍ଶିବାଦ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.