Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଡିଶା ଟେଲିକମ ଉପଦେଷ୍ଟା କମିଟିର ସଦସ୍ୟ ଭାବେ ମନୋନୀତ ହେଲେ ବିଦ୍ୟୁତ କୁମାର କାଣ୍ଡି
ଆଞ୍ଚଳିକ

ଓଡିଶା ଟେଲିକମ ଉପଦେଷ୍ଟା କମିଟିର ସଦସ୍ୟ ଭାବେ ମନୋନୀତ ହେଲେ ବିଦ୍ୟୁତ କୁମାର କାଣ୍ଡି

June 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବିଜେପିର ଖୋର୍ଦ୍ଧା ଜିଲ୍ଲା ସମ୍ପାଦକ ବିଦ୍ୟୁତ କୁମାର କାଣ୍ଡିଙ୍କୁ ନୂଆ ଦାୟିତ୍ଵ ମିଳିଛି। ଖୋର୍ଦ୍ଧା ଜିଲ୍ଲା ବାଣପୁରର ବିଦ୍ୟୁତ କୁମାର କାଣ୍ଡିଙ୍କୁ କେନ୍ଦ୍ର ଦୂର ସଂଚାର ବିଭାଗର ଓଡିଶା ଟେଲିକମ ଉପଦେଷ୍ଟା କମିଟିର ସଦସ୍ୟ ଭାବେ ମନୋନୀତ କରାଯାଇଛି। ଏହି କମିଟରେ ଆଉ ଦୁଇଜଣଙ୍କୁ ମଧ୍ୟ ସଦସ୍ୟ ଭାବେ ନିଆଯାଇଛି। ସେମାନେ ହେଲ ମନ୍ମଥ ମଲ୍ଲିକ ଏବଂ ନିଶିକାନ୍ତ ନାୟକ।

ଏହି କମିଟିର ସଦସ୍ୟ ହେବା ପାଇଁ ଭୁବନେଶ୍ଵର ସାଂସଦ ଅପରାଜିତା ଷଡଙ୍ଗୀ କେନ୍ଦ୍ର ସରକାରଙ୍କୁ ଚିଠି କରି ସୁପାରିଶ କରିଥିଲେ। ଏହାକୁ ଦୂରସଞ୍ଚାର ବିଭାଗର ସ୍ବୀକୃତି ପ୍ରଦାନ କରିଛନ୍ତି।

ଏହି କମିଟିର ସଦସ୍ୟ ଭାବେ ନିଯୁକ୍ତ ହୋଇଥିବାରୁ ସମସ୍ତେ ଖୁସି ବ୍ୟକ୍ତ କରିଛନ୍ତି। ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଆଶୀର୍ବାଦରୁ ଆମେ ଏହି ଦାୟିତ୍ଵ ପାଇଛୁ ବୋଲି ବିଦ୍ୟୁତ କୁମାର କାଣ୍ଡି କହିଛନ୍ତି। ସାଂସଦଙ୍କୁ ଧନ୍ୟବାଦ ଦେବା ସହ ମିଳିଥିବା ଦାୟିତ୍ଵକୁ ସୂଚାରୁ ରୂପେ ତୁଲାଇବା ପାଇଁ ଚେଷ୍ଟା କରିବି ବୋଲି ଶ୍ରୀ କାଣ୍ଡି କହିଛନ୍ତି।

ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ରାମେଶ୍ୱରରୁ ପାରାଦୀପକୁ ଯୋଡ଼ିବ ଉପକୂଳ ରାଜପଥ: କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

June 3, 2026
Latest News

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ବିଜୟ ସହିତ ଟି-20 ବିଶ୍ୱକପ୍ ଅଭିଯାନ ଆରମ୍ଭ କଲା ଟିମ ଇଣ୍ଡିଆ

June 15, 2026

ଆଜି ରଜ ସଂକ୍ରାନ୍ତିରେ ଏହି ସାତୋଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

June 15, 2026

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026

ମଦ ଦୋକାନରେ ପଶି ହାଣିଲେ

June 14, 2026

ଫାୟାରିଂରେ ଗ୍ୟାରେଜ ମାଲିକ ମୃତ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.