Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାପ କାମୁଡ଼ାରେ ସ୍ବାମୀ ମୃତ ଓ ପତ୍ନୀ ଅସୁସ୍ଥ
ଆଞ୍ଚଳିକ

ସାପ କାମୁଡ଼ାରେ ସ୍ବାମୀ ମୃତ ଓ ପତ୍ନୀ ଅସୁସ୍ଥ

June 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର
ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର

କନ୍ଦର୍ପ ବେହେରା

ରେଢ଼ାଖୋଲ: ସାପ କାମୁଡ଼ାରେ ନାକଟିଦେଉଳ ଥାନା ଜଗନ୍ନାଥପ୍ରସାଦ ଗ୍ରାମରେ ଜନୈକ ବୃଦ୍ଧ ମୃତ୍ୟୁବରଣ କରିଥିବା ବେଳେ ପତ୍ନୀ ଆହତ ହୋଇଥିବା ଖବର ହସ୍ତଗତ ହୋଇଛି।

ପ୍ରକାଶ ଯେ, ନାକଟିଦେଉଳ ଥାନା ଜଗନ୍ନାଥ ପ୍ରସାଦ ଗ୍ରାମ ଶବରସାହିର ରତନ ଶବର (୭୦) ଓ ତାଙ୍କ ପତ୍ନୀ ଜମ୍ବୁ ଶବର (୬୦) ରାତିରେ ଶୋଇଥିବା ବେଳେ କୌଣସି ଏକ ବିଷଧର ସାପ ଉଭୟଙ୍କୁ କାମୁଡ଼ି ଦେଇଥିଲା। ରାତିରେ ଉଭୟଙ୍କୁ ପ୍ରଥମେ ନାକଟିଦେଉଳ ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ରତନ ଶବର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଆଜି ରତନର ମୃତ୍ୟୁ ହୋଇଯାଇଥିବା ବେଳେ ପତ୍ନୀ ଜମ୍ବୁ ନାକଟିଦେଉଳ ଡାକ୍ତରଖାନାରେ ଚିକିତ୍ସିତ ହୋଇ ସୁସ୍ଥ ହୋଇଥିବା ଜଣା ପଡ଼ିଛି।

ଜିଲ୍ଲା ପରିଷଦ ସଭ୍ୟା ଟିକେଶ୍ବରୀ ମେହେର ତଥା ନାକଟିଦେଉଳ ସରପଂଚ ଜିତେନ୍ଦ୍ର କୁମାର ପ୍ରଧାନ ମୃତ୍ୟୁବରଣ କରିଥିବା ପରିବାରକୁ ସମବେଦନା ଜଣାଇବା ସହ ସରକାରଙ୍କ ତରଫରୁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଦାବୀ କରିଛନ୍ତି।

ସାପ କାମୁଡା
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.