Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପତିତପାବନଙ୍କ ନିକଟରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଶହଶହ ମୁଆଁ ଭୋଗରେ ମହକିଲା ମଣ୍ଡପ
ଆଞ୍ଚଳିକ

ପତିତପାବନଙ୍କ ନିକଟରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଶହଶହ ମୁଆଁ ଭୋଗରେ ମହକିଲା ମଣ୍ଡପ

June 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପତିତପାବନଙ୍କ ନିକଟରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଶହଶହ ମୁଆଁ ଭୋଗରେ ମହକିଲା ମଣ୍ଡପ

ଭୁବନେଶ୍ବର: ଆଜି ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଉପଲକ୍ଷେ ଆଜି ପୁରୀରେ ତିନିଠାକୁରଙ୍କୁ ସ୍ନାନ ନୀତି ସଂପର୍ଣ୍ଣ ହୋଇଛି। ଆଜିର ଦିନରେ ଓଡିଶାର ସମସ୍ତ ଜଗନ୍ନାଥ ମନ୍ଦିରରେ ମଧ୍ୟ ଏହ ସ୍ନାନ ଉତ୍ସବ ପାଳିତ ହୋଇଛି। ସେହିପରି ଆଜି ବାଣପୁର ନିକଟସ୍ଥ ଚାଷଙ୍ଗରା ଗ୍ରାମରେ ପାଳିତ ହୋଇଛି ସ୍ନାନ ପୂର୍ଣ୍ଣିମା।

ଆଜି ସକାଳ ଦଶଟାରେ ପ୍ରଭୃ ଶ୍ରୀ ଶ୍ରୀ ପତିତପାବନ ସିଂହାସନ ଛାଡି ସ୍ନାନ ମଣ୍ଡପକୁ ବିଜେ କରିଥିଲେ। ସ୍ନାନ ମଣ୍ଡପରେ ପ୍ରଭୃ ଆସିବା ପରେ ଘଣ୍ଟ, ଘଣ୍ଟା କାହାଳୀ ସହିତ ଆରମ୍ଭ ହୋଇଥିଲା ସ୍ନାନ ଉତ୍ସବ। ପ୍ରଭୃ ପଇଡ ପାଣିରେ ଗାଧୋଇବା ସହିତ ଗରାଗରା ପାଣି ତାଙ୍କ ଉପରେ ଢଳାଯାଇ ସ୍ନାନ କରାଯାଇଥିଲା। ସ୍ନାନ ନୀତି ସରିବା ପରେ ଶହଶହ ମୁଆଁ ଭୋଗ କରାଯାଇଥିଲା। ସଂଧ୍ୟାରେ ନୟାଗଡର ରାମନାଟକ ପରିବେଷଣ କରାଯିବ।

ଦେବସ୍ନାନ ପୂର୍ଣ୍ଣିମା
Share. Facebook Twitter LinkedIn Email WhatsApp Copy Link

Related Posts

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2026
Latest News

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.