Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ମେଡିକାଲ ପରିଦର୍ଶନ କଲେ ଖୋର୍ଦ୍ଧା ସିଡିଏମଓ: ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ଲାଗି ଦେଲେ ପ୍ରତିଶୃତି
ଆଞ୍ଚଳିକ

ବାଣପୁର ମେଡିକାଲ ପରିଦର୍ଶନ କଲେ ଖୋର୍ଦ୍ଧା ସିଡିଏମଓ: ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ଲାଗି ଦେଲେ ପ୍ରତିଶୃତି

June 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ସିଡିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ ଆଜି ପୂର୍ବାହ୍ନରେ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ଫେରିଯାଇଛନ୍ତି। ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା ରମାକାନ୍ତ ନାୟକ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ପରେ ସିଡିଏମଓ ସମଗ୍ର ମେଡିକାଲ ପରିସର ବୁଲି ଦେଖିଥିଲେ।

ମେଡିକାଲର ବିଭିନ୍ନ ସମସ୍ୟା ବିଷୟରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ସହ ସିଡିଏମଓ ଆଲୋଚନା କରିଥିଲେ। ବାଣପୁର ମେଡିକାଲ ବହୁ ସମସ୍ୟା ଦେଇ ଗତି କରୁଥିବା ବେଳେ ଏହାକୁ ହୃଦୟଙ୍ଗମ କରିଥିଲେ ସିଡିଏମଓ।

ମେଡିକାଲରେ ବିଭିନ୍ନ ବିଭାଗର ବିଶେଷଜ୍ଞ ନିଯୁକ୍ତି, ଲାବୋରାଟୋରି ଟେକନିସିଆନ ନିଯୁକ୍ତି, ରକ୍ତ ସଂଗ୍ରହ କେନ୍ଦ୍ର ପୁନଃ କାର୍ଯ୍ୟକ୍ଷମ, ମେଡିକାଲ କର୍ମଚାରୀଙ୍କ ପାଇଁ ସରକାରୀ ବାସଗୃହ ନିର୍ମାଣ, ୟୁପିଏଚସି ପ୍ରତିଷ୍ଠା ଆଦି ବିଷୟକୁ ପ୍ରାଧାନ୍ୟ ଦେଇଥିଲେ ସିଡିଏମଓ।

ଜିଲ୍ଲାରେ ନୂତନ ଭାବେ ଯୋଗଦେଇଥିବା ସିଡିଏମଓ ଡ଼ା ନାୟକ ସଦାବେଳେ ବାଣପୁର ମେଡିକାଲକୁ ପ୍ରାଧାନ୍ୟ ଦେଇଆସୁଛନ୍ତି ଏବଂ ନିକଟରେ ଦୁଇ ଜଣ ଡାକ୍ତରଙ୍କୁ ମଧ୍ୟ ଏଠାରେ ନିଯୁକ୍ତି ଦେଇଥିବାର କହିଛନ୍ତି। ମେଡିକାଲର ସମସ୍ୟା ଗୁଡ଼ିକ ବିଷୟରେ ସରକାରଙ୍କ ସହ ଆଲୋଚନା ସରିଯାଇଛି ଏବଂ ଖୁବଶୀଘ୍ର ଏ ସବୁ ସମାଧାନ ହେବ ବୋଲି ଡ଼ା ନାୟକ ଗଣମାଧ୍ୟମକୁ କହିଛନ୍ତି।

ଖୋର୍ଦ୍ଧା ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ ବାଣପୁର ଗସ୍ତ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ୱାସ୍ଥ୍ୟ ସମସ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଭାରତରେ ବଢ଼ୁଛି ଆଇଫୋନ୍ କ୍ରେଜ୍!: ଏହି ରେକର୍ଡ ସୃଷ୍ଟି କଲା ଆପଲ୍

August 6, 2026

ନିଶ୍ଚିତ ହେଲା ରଣବୀର କପୁରଙ୍କ ‘ରାମାୟଣ’ ରିଲିଜ୍ ତାରିଖ: ଜାଣନ୍ତୁ କେବେ?

August 6, 2026

Balugaon News: ବାଲୁଗାଁର ସ୍ଥାୟୀ ବିକାଶ ଦିଗରେ ଐତିହାସିକ ପଦକ୍ଷେପ, ଆଇନ ମନ୍ତ୍ରୀଙ୍କ ସମୀକ୍ଷା

August 6, 2026

ପିଏମ୍ ଶ୍ରୀ ଜେଏନ୍‌ଭି ଗୁରୁଜଙ୍ଗରେ ଆଞ୍ଚଳିକ ସ୍ତରୀୟ ବକ୍ସିଂ ଚୟନ ପ୍ରତିଯୋଗିତା ଉଦ୍‌ଘାଟିତ

August 6, 2026

“ଯଦି ଭାରତ ଏକ ହିନ୍ଦୁ ରାଷ୍ଟ୍ର ହୋଇଯାଏ…”: କାହାକୁ ଚେତାବନୀ ଦେଲେ ସିଦ୍ଧରମୈୟାଙ୍କ ପୁଅ?

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.