Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସମ୍ବଲପୁର ପୋଲିସ ଦ୍ବାରା ରେଢ଼ାଖୋଲ ଥାନାରେ ରକ୍ତଦାନ ଶିବିର, ୧୦୮ ୟୁନିଟ ରକ୍ତ ସଂଗ୍ରହ
ଆଞ୍ଚଳିକ

ସମ୍ବଲପୁର ପୋଲିସ ଦ୍ବାରା ରେଢ଼ାଖୋଲ ଥାନାରେ ରକ୍ତଦାନ ଶିବିର, ୧୦୮ ୟୁନିଟ ରକ୍ତ ସଂଗ୍ରହ

June 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ରେଢ଼ାଖୋଲ: ରେଢାଖୋଲ ଥାନାରେ ମୋ ସରକାର ୫ଟି ସେଲ ସମ୍ବଲପୁର ଦ୍ଵାରା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ ଏସ ଡି ପି ଓ ପ୍ରଶାନ୍ତ କୁମାର ମେହେର ଉଦଘାଟନ କରିଥିବାବେଳେ ଡାକ୍ତର ଜଳନ୍ଧର ମେହେର, ଏନ୍ଏସି ଚେଏୟାରମେନ ଶିବରାମ ସାହୁ, ଆଇ ଆଇ ସି ସୁରୁବାବୁ ଛତ୍ରିଆ, ଏସ ଆଇ ସଞ୍ଜୟ କୁଳୁ, ବ୍ଲକ ଚେଆରମେନ୍ ପ୍ରଦୀପ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଶିବିରରେ ୧୦୮ ୟୁନିଟ ରକ୍ତ ସଂଗ୍ରହ କରା ଯାଇଥିଲା। ଏହି ଶିବିରକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତ ଭଣ୍ଡାରର ଡାକ୍ତର କର୍ମଦେବ ପଟେଲ, ତାପସ ନାୟକ, ରଜତ ସାହୁ, ମନବୋଧ ନାୟକ ଏବଂ ରେଢାଖୋଲ ରକ୍ତଭଣ୍ଡାରର ଇନ୍ଦ୍ରମଣି ବେହେରା, ମନୋରମା ଧଳ, ଯାମିନି ସାହୁ, ତ୍ରିପୁରାରି ଗଡତିଆ ପରିଚାଳନା କରିଥିଲେ। ହାବିଲଦାର ଏବଂ କନେଷ୍ଟବଳ ଶାଖା ସଂଘ ସଭାପତି ରାମଦାସ ପଣ୍ଡା ଙ୍କ ସଂଯୋଜନାରେ ଏହି ଶିବିର ଆୟୋଜନ କରାଯାଇଥିଲା।

ଏହି ରକ୍ତଦାନ ଶିବିରରେ ମହିଳାମାନେ ଉତ୍ସାହ ସହକାରେ ରକ୍ତଦାନ କରିଛନ୍ତି। ରେଢାଖୋଲ ଥାନାର ସମସ୍ତ କର୍ମଚାରୀ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଏହି ଶିବିରକୁ ସ୍ଥାନୀୟ ଲୋକ ସହଯୋଗ କରିଥିଲେ। ରକ୍ତଦାତା ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।

ଅନ୍ୟମାନଙ୍କ ମଧ୍ୟରେ କୁଞ୍ଜ ନନ୍ଦ, ସୂର୍ଯ୍ୟକାନ୍ତ ପ୍ରଧାନ, ଅଶ୍ଵିନୀ ପ୍ରଧାନ, ଅମରେଶ ନାୟକ, ବୁଲୁ ସାହୁ, ମାନସ ପ୍ରଧାନ, ନନ୍ଦୁ ମିରି, ପ୍ରକାଶ ମୁଖି, ଉଦୟ ନାୟକ, ନରେନ୍ଦ୍ର ଦେଓ, ସୁଦର୍ଶନ ସାହୁ, ବିଦ୍ୟାଧର ସାହୁ, ଉଷାରାଣୀ ସାହୁ, ମୋନିକା ବେହେରା, ସୁଧମୟୀ ପୁରୋହିତ ଏବଂ ନୟନ ସିଂହ ସହଯୋଗ କରିଛନ୍ତି।

ରକ୍ତଦାନ ଶିବିର ରେଢ଼ାଖୋଲ ଥାନା ସମ୍ବଲପୁର ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026

ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ, ଭୁବନେଶ୍ବରେ ମେଗା-ରକ୍ତଦାନ ଶିବିର

September 17, 2026
Latest News

ଋଷ-ଇରାନ ପ୍ରତିବନ୍ଧକ ବିଲ୍‌ରେ ସ୍ୱାକ୍ଷର କଲେ ଟ୍ରମ୍ପ, ଲାଗିପାରେ ୧୦୦% ଯାଏଁ ଶୁଳ୍କ

September 19, 2026

କୁନୋରେ ଭାରତ-ଜନ୍ମିତ ‘KGP12’ ଦେଲା ୪ ଶାବକ, ମୋଟ ସଂଖ୍ୟା ୫୬କୁ ବୃଦ୍ଧି

September 19, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ନନ୍ଦିଗ୍ରାମ ପରେ ନାମାଙ୍କନ ପ୍ରତ୍ୟାହାର କଲେ ରେଜିନଗର ପ୍ରାର୍ଥୀ

September 19, 2026

ମା’ଭଗବତୀଙ୍କ ମାନବୀୟ ଲିଳାର ଅନନ୍ୟ ପର୍ବ ପାଣିତୋଳା ଯାତ୍ରା: ନୌବିହାରରୁ ଫେରି ଶୟନ କଲେ ମା’

September 19, 2026

ଗଛକଟା ଅଭିଯୋଗରେ ଫରେଷ୍ଟର ସସପେଣ୍ଡ, କାରଣ ଦର୍ଶାଅ ନୋଟିସ ପରେ ଆକ୍ସନ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.