Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଏବଂ ବାଲୁଗାଁ ଥାନା ପାଇଁ ନିଯୁକ୍ତି ହେଲେ ଦୁଇ ଇନ୍ସପେକ୍ଟର
ଆଞ୍ଚଳିକ

ବାଣପୁର ଏବଂ ବାଲୁଗାଁ ଥାନା ପାଇଁ ନିଯୁକ୍ତି ହେଲେ ଦୁଇ ଇନ୍ସପେକ୍ଟର

June 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏବଂ ବାଲୁଗାଁ ଥାନା ପାଇଁ ନୂଆ ଇନ୍ସପେକ୍ଟରମାନଙ୍କୁ ଏସପି ସିଦ୍ଧାର୍ଥ କାଟାରିଆ ନିଯୁକ୍ତି ଦେଇଛନ୍ତି। ନିକଟରେ ବାଣପୁର ଥାନା ଆଇଆଇସି ରଶ୍ମିରଂଜନ ସାହୁଙ୍କ ବଦଳି ହୋଇଛି ଏବଂ ବାଲୁଗାଁ ଥାନା ଇନଚାର୍ଜ ଡ଼ିଏସପି ରମାକାନ୍ତ ମାହାଲିକଙ୍କ ଖୁବଶୀଘ୍ର ନୂଆ ସ୍ଥାନକୁ ପୋଷ୍ଟିଙ୍ଗ ହେବ।

ଏହି ପରିପ୍ରେକ୍ଷୀରେ ଜିଲ୍ଲା ପୋଲିସ ମୁଖ୍ୟାଳୟରୁ ଦୁଇ ଜଣ ଇନ୍ସପେକ୍ଟରଙ୍କୁ ଉଭୟ ଥାନାକୁ ନିଯୁକ୍ତି ଦିଆଯାଇଛି। ଇନ୍ସପେକ୍ଟର ରଶ୍ମିରଞ୍ଜନ ଦାସଙ୍କୁ ବାଣପୁର ଥାନାର ନୂତନ ଆଇଆଇସି ଏବଂ ଇନ୍ସପେକ୍ଟର ଜୟ ପ୍ରକାଶ ପରିଡ଼ାଙ୍କୁ ବାଲୁଗାଁ ଥାନାର ଅତିରିକ୍ତ ଆଇଆଇସି ଭାବେ ନିଯୁକ୍ତି ଦିଆଯାଇଛି।

ତେବେ ବାଲୁଗାଁ ଥାନା ଡ଼ିଏସପି ଇନଚାର୍ଜ ରମାକାନ୍ତ ମାହାଲିକଙ୍କ ନୂତନ ପୋଷ୍ଟିଙ୍ଗ ହେବା ପରେ ଅତିରିକ୍ତ ଆଇଆଇସି ଜୟ ପ୍ରକାଶ ପରିଡ଼ା ତାଙ୍କଠାରୁ ବାଲୁଗାଁ ଆଇଆଇସି ଦାୟିତ୍ଵ ନେବେ ବୋଲି ଜଣାପଡିଛି।

ଇନ୍ସପେକ୍ଟର ବାଣପୁର ବାଲୁଗାଁ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026
Latest News

୧୯ରେ ବଙ୍ଗୋପସାଗରରେ ଲଘୁଚାପ: ବାତ୍ୟା ଗୁଜବରୁ ଦୂରେଇ ରହିବାକୁ IMDର ପରାମର୍ଶ

September 17, 2026

ଉଦ୍ଧାର ଓରାଙ୍ଗଉଟାନ ଛୁଆ ମଧ୍ୟରୁ ୩ ଜଣ ରକ୍ତହୀନତାରେ ପୀଡ଼ିତ, ଚିକିତ୍ସା ଜାରି

September 17, 2026

ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ, ଭୁବନେଶ୍ବରେ ମେଗା-ରକ୍ତଦାନ ଶିବିର

September 17, 2026

ଜମ୍ମୁ କାଶ୍ମୀରରେ ସେନା ଏବଂ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ଦୁଇ ଆତଙ୍କବାଦୀ ନିହତ

September 17, 2026

ଭରତପୁର-ଚନ୍ଦକା ରାସ୍ତାରେ ଦନ୍ତା ଆତଙ୍କ, ଆହତ ହାତୀକୁ ଘଉଡ଼ାଇବାକୁ ବନ ବିଭାଗର ଉଦ୍ୟମ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.