Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସମ୍ବଲପୁର ପୋଲିସ ଦ୍ବାରା କିସିଣ୍ଡାରେ ରକ୍ତଦାନ ଶିବିର
ଆଞ୍ଚଳିକ

ସମ୍ବଲପୁର ପୋଲିସ ଦ୍ବାରା କିସିଣ୍ଡାରେ ରକ୍ତଦାନ ଶିବିର

June 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: କିସିଣ୍ଡା ଥାନା ରେ ମୋ ସରକାର ୫ଟି ସେଲ ସମ୍ବଲପୁର ଦ୍ଵାରା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ କରାଯାଇଥିଲା। ଏହି ଶିବିରକୁ ଏସଡିପିଓ ରେଢ଼ାଖୋଲ ପ୍ରଶାନ୍ତ କୁମାର ମେହେର ଉଦଘାଟନ କରିଥିବାବେଳେ ଆଇଆଇସି ପ୍ରଶାନ୍ତ ସାମଲ ଉପସ୍ଥିତ ଥିଲେ।

ଏହି ଶିବିରରେ ସର୍ବମୋଟ ୮୨ ୟୁନିଟ ରକ୍ତ ସଂଗ୍ରହ କରା ଯାଇଛି। ଏହି ଶିବିରକୁ ବୁର୍ଲା ରକ୍ତ ଭଣ୍ଡାରର ଡାକ୍ତର ପ୍ରତୀକ ପ୍ରିୟବ୍ରତ, ଦେବାଶିଷ ମିଶ୍ର, ମଣ୍ଟୁ ପ୍ରଧାନ, ପାଇନୁ ଭୋଇ, ସ୍ମୃତି ପଟ୍ଟନାୟକ ଏବଂ ଜନକ ବେହେରା ପରିଚାଳନା କରିଥିଲେ। ହାବିଲଦାର ଏବଂ କନେଷ୍ଟବଳ ଶାଖା ସଂଘ ସଭାପତି ରାମଦାସ ପଣ୍ଡାଙ୍କ ସଂଯୋଜନାରେ ଏହି ଶିବିର ଆୟୋଜନ କରାଯାଇଥିଲl।

ଏହି ଶିବିରକୁ ପାଣିମୋରା ସରପଞ୍ଚ ଜଗନ୍ନାଥ ସାହୁ, ଗିରିଶ୍ଚନ୍ଦ୍ରପୂର୍ ସରପଞ୍ଚ ଶୁଭେନ୍ଦୁ ପ୍ରଧାନ, କିସିଣ୍ଡା ଥାନାର ସମସ୍ତ କର୍ମଚାରୀ, ସ୍ଵାଧୀନ ପ୍ରଧାନ ଏବଂ ସ୍ଥାନୀୟ ଲୋକ ସହଯୋଗ କରିଥିଲେ। ଏସଡିପିଓ ପ୍ରଶାନ୍ତ ମେହେର ରକ୍ତଦାତା ମାନଙ୍କୁ ମାନପତ୍ର ଦେଇ ଉତ୍ସାହିତ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ବୀରେନ ପ୍ରଧାନ, ଶଙ୍କର ନାୟକ, ଅକ୍ଷୟ ନାୟକ, ଅତୁଲ୍ୟ ରାଉଳ, ପ୍ରମୋଦ ମାଝୀ ଏବଂ ନେତ୍ରାନନ୍ଦ ରାଉଳ ଶିବିରରେ ସହଯୋଗ କରିଥିଲେ। ରକ୍ତ ଅଭାବରେ କାହାରି ଜୀବନ ନ ଯାଉ ଏହା ହିଁ ସମ୍ବଲପୁର ପୋଲିସ ର ଉଦେଶ୍ୟ। ପୋଲିସର ଏହି ଶିବିରକୁ ଜନସାଧାରଣ ତଥା ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି।

ଶେଷରେ ସମସ୍ତ ରକ୍ତଦାତା ଏବଂ ସହଯୋଗୀ ମାନଙ୍କୁ ଆଇଆଇସି ପ୍ରଶାନ୍ତ ସାମଲ ଧନ୍ୟବାଦ୍ ଜଣାଇଛନ୍ତି।

କିସିଣ୍ଡା ରକ୍ତଦାନ ଶିବିର ରେଢାଖୋଲ ସମ୍ବଲପୁର ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଶଙ୍କା ମଧ୍ୟରେ ରେଢ଼ାଖୋଲ କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ଶିକ୍ଷା ବର୍ଷର ପାଠ ପଢା

June 9, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Latest News

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ବେଙ୍ଗାଲୁରୁରେ ପ୍ରତିବାଦ କରିବ CJP: ଯୋଗଦେବେ ପ୍ରକାଶ ରାଜ 

June 14, 2026

ପାଟଳୀପୁତ୍ର ଷ୍ଟେସନରେ ଛାତ୍ରଙ୍କ ତାଣ୍ଡବ: ପରୀକ୍ଷା ଚାପରୁ ପଥରମାଡ଼ ପର୍ଯ୍ୟନ୍ତ, ୩ ଘଣ୍ଟାର ଅରାଜକତାର ପୂରା କାହାଣୀ

June 14, 2026

ସ୍ତ୍ରୀକୁ ହାଣିଲା ସ୍ଵାମୀ

June 14, 2026

ତାମିଲନାଡୁ ରାଜନୀତିରେ ତୀବ୍ର ହେଲା ବାକ୍‌ଯୁଦ୍ଧ: ବିଜୟଙ୍କୁ ଟାର୍ଗେଟ କଲେ ଷ୍ଟାଲିନ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.